-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୬୬ ଅଭିଯୋଗ ଦରଖାସ୍ତ ଗ୍ରହଣ,ତୁରନ୍ତ ସମାଧାନ ହେଲା ୪୫ ଅଭିଯୋଗ 

02-Aug-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଗତକାଲି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧୀକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୮ ଗୋଟି, ସାମୁହିକ ଦରଖାସ୍ତ  ୮ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୫ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୧ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ  ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଶିବିର ଅବସରରେ ଜିଲ୍ଲପାଳ ଶ୍ରୀମତୀ ନରୱଣେ ସୁନାପାଲି ନିବାସୀ ଶ୍ରୀମତୀ କଳାବତୀ ମିର୍ଦ୍ଧା, ସ୍ୱାମୀ ସ୍ବର୍ଗତ ଉପେନ୍ଦ୍ର ମିର୍ଦ୍ଧାଙ୍କୁ ଜାତୀୟ ପରିବାର କଲ୍ୟାଣ ଯୋଜନା ରେ ଏକକାଳୀନ ଆର୍ଥିକ ସହାୟତା  ୨0,000 ଟଙ୍କା ସହିତ ମଧୁବାବୁ ପେନସନ ଯୋଜନାରେ ଚଳିତ ମାସ ଠାରୁ ମାସକୁ ୫00 ଟଙ୍କା ଲେଖାଁଏ ପ୍ରଦାନ କରିଛନ୍ତି l ବି ଡି ଓ ତ୍ରି ତ୍ରିପୁର ମହାନନ୍ଦ ଆଇପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଳା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026

You Might Also Like