-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳର ୨୫ବର୍ଷ ପୁର୍ତ୍ତି ଉପଲକ୍ଷେ ଚାରା ରୋପଣ କାର୍ଯ୍ୟକ୍ରମ

02-Aug-2022



ପଦ୍ମପୁର /ବରଗଡ଼/  ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଚାରା ରୋପଣ କାର୍ଯ୍ୟକ୍ରମ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଯୁବନେତା ଭୋଜରାଜ ସିଂ ବରିହା, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ସାବିତ୍ରୀ ବାଗ,ଏନ.ଏ. ସି ଉପାଧକ୍ଷା ଭାରତୀ ପଟ୍ଟନାୟକ,ସମସ୍ତ ୱାର୍ଡମେମ୍ବର, ବିଜୁ ଯୁବ ଜନତା ଦଳ ର  ଜିଲ୍ଲା ସମ୍ପାଦକ ଭରତ ପଣ୍ଡା,,ବିଜୁ ଯୁବ ଜନତା ଦଳ ଟାଉନ ସଭାପତି ସୌମ୍ୟ ରଞ୍ଜନ ହୋତା,ମହିଳା ଟାଉନ ସଭାନେତ୍ରୀ ମନୋରମା ମହାପାତ୍ର, ବ୍ଲକ ମହିଳା ସଭାନେତ୍ରୀ ରଜନୀ ସାହୁ,ଛାତ୍ର ଜନତା ଦଳର ବ୍ଲକ ସଭାପତି ଲୋକନାଥ

ମେହେର, ନବୁ ଅଗ୍ରୱାଲ,ସରଜୁ ପଟ୍ଟନାୟକ,ଜୟରାମ ମହାପାତ୍ର,ମୌସମ ପାଗଡା,ଅରବିନ୍ଦ ପାଣିଗ୍ରାହୀ,ଆକବର ଅଲ୍ଲୀ ଖାଁ,ଦେବରାଜ ସେଠ,କମଳ ସାହୁ,ଉମେଶ ସାହୁ ଓ ସମସ୍ତ ସଭ୍ୟ ଯୋଗଦେଇ ମହିଳା ମହାବିଦ୍ୟାଳୟ ପାଖ ରାସ୍ତା କଡ଼ରେ ଚାରା ରୋପଣ କରି ଥିଲେ ।ଗଛର ମହତ୍ତ୍ଵ ବୁଝାଇଥିଲେ । ଗୋଟିଏ ଗଛ କୋଟିଏ ଜୀବନର ମହତ୍ତ୍ଵ ସମ୍ପର୍କରେ ସଚେତନତା କରାଇଥିଲେ | 
(ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like