-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

୭୫ ତମ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ।

02-Aug-2022



ପାଟଣାଗଡ଼ (ସଚ୍ଚିଦାନନ୍ଦ ମହାକୁର)  ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ୭୫ ତମ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ସ୍ଥାନୀୟ ସୁଭଦ୍ରା ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଅନୁଷ୍ଠିତ ବୈଠକ ରେ ଉପଜିଲ୍ଲାପାଳ ଡ଼ ବିଜୟ କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ  ଏନଏ ସି ମାନସୀ ବିଶ୍ଵାଲ, ତହସିଲଦାର ନିଲମ୍ବିତ ଡ଼ ପୁଷ୍ପାଞ୍ଜଳି ପଣ୍ଡା ,ଏସଡିପିଓ ଜ୍ୟୋର୍ତିମୟ ଭୁକ୍ତା , ଏନ୍ ଏ ସି କାର୍ଯ୍ୟ ନିର୍ବାହ ଅଧିକାରୀ , ସହକାରୀ ଜିଲ୍ଲାପାଳ କ୍ଷିରୋଦ ଚଂଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।  ବୈଠକରେ  ଉପଖଣ୍ଡ ସ୍ତରୀୟ  ୭୫ ତମ ସ୍ଵାଧୀନତା ଦିବସ ପାଳିତ ଅବସରରେ   କୋଭିଡ କଟକଣା ନିୟମ ଅନୁସାରେ ସହରର ବିଭିନ୍ନ ଛକ ସ୍ଥାନ ଗୁଡିକରେ   ଥିବା ମହାପୁରୁଷଙ୍କୁ ମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତ୍ତି ପ୍ରତିଯୋଗିତାକୁ ମାନପତ୍ର ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯିବାକୁ ବୈଠକ ରେ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ  କାର୍ଯ୍ୟରତ ସାମ୍ବାଦିକ ଙ୍କୁ  ସ୍ବର୍ଗତ ବରିଷ୍ଠ ସାମ୍ବାଦିକ କୈଳାସ ଚନ୍ଦ୍ର ଓ ଯତିଶ ଚନ୍ଦ୍ର ଖମାରୀ ଙ୍କ ମରୋଣତ୍ତର ସମ୍ମାନ ରେ ସମ୍ମାନିତ କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । ବୈଠକରେ ,ସ୍ଵାସ୍ଥ୍ୟ ,  ପୋଲିସ   , ବିଦ୍ୟୁତ , ଅଗ୍ନିଶମ , କୃଷି ,ଶିକ୍ଷା ,ଶ୍ରମବିଭାଗ,ଆଇସିଡିଏସ ଆଦି ସମସ୍ତ ବିଭାଗର ଅଧିକାରୀ ଙ୍କ ସମେତ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like