-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଏକ୍ସସନ ମୁଡରେ ଅବକାରୀ ବିଭାଗ । ୨୦ଳିଟର ମଦ ଜବତ ସହ ଜଣେ ଯୁବକ ଗିରଫ

02-Aug-2022



ପାଟଣାଗଡ଼ (ସଚ୍ଚିଦାନନ୍ଦ ମହାକୁର ) ପାଟଣାଗଡ଼ ଉପଖଣ୍ଡ ବେଲପଡା, ଖପ୍ରାଖୋଲ, ପାଟଣାଗଡ଼ ଆଦି ବ୍ଳକ ରେ ପ୍ରଚୁର ପରିମାଣରେ ବେଆଇନ ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏକ୍ସନ ମୁଡ୍ ରେ ଆସିଛନ୍ତି ପାଟଣାଗଡ଼ ନୂତନ ଭାବେ ଯୋଗଦେଇ ଥିବା ଅବକାରୀ ବିଭାଗ ଅଧିକାରୀ ସତ୍ୟ ନାରାୟଣ ଦାସ । ଶ୍ରୀ ଦାସ ଗତ ୨.୭ .୨୨ ରେ ଯୋଗଦାନ କରିଥିଲେ । ତାଙ୍କ ଯୋଗଦାନ ର ମାତ୍ର ଏକ ମାସ ମଧ୍ୟରେ ୨୨ ଟି ମଦମାଫିଆ କୁ ଗିରଫ କରି କୋର୍ଟ ଚାଲାଣ କରି ପାଟଣାଗଡ଼ ଅବକାରୀ ବିଭାଗର ରେକର୍ଡ ସୃଷ୍ଟି କରିଛନ୍ତି । କୌଣସି ରାଜନୈତିକ ଚାପକୁ ଖାତିର ନକରି ନିଜର କର୍ତ୍ତବ୍ୟ କରି ଚାଲିଛନ୍ତି। ପରଦିନ ପାଟଣାଗଡ଼ ଓ ଖପ୍ରାଖୋଲ ଥାନା ଅଇଁଲାପାଲି ଓ ଡଙ୍ଗିଆବାହାଲ ଗ୍ରାମ ର ପୃଥକ୍ ପୃଥକ୍ ଭାବରେ ଚଢ଼ାଉ କରି ତିନି ମଦମାଫିଆଙ୍କୁ ଗିରଫ କରି କୋର୍ଟ ଚାଳଣା ନକରିବା ପୂର୍ବରୁ ବିଲମ୍ବିତ ରାତିରେ ହଠାତ୍ ଜଣେ ପ୍ରଵଶାଲି ନେତା ଆସି ଛାଡ଼ି ଦିଅନ୍ତୁ କହି ଧମକ ଦେଇଥିଲେ। ତଥାପି ଅବକାରୀ ଅଧିକାରୀ ଶ୍ରୀ ଦାସ ଖାତିର ନକରି ସେମାନଙ୍କୁ କୋର୍ଟ ଚାଲାଣ କରି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏହି ପରି ଆଜି ଭୋରରୁ କୌଣସି ସୂତ୍ରରୁ ଖବର ପାଇ ଖପ୍ରାଖୋଲ ଥାନା ବାଘଝରନ ଗାଁ ର ଯଦୁମଣି ବରିହା ଙ୍କ ଘରେ ଚଢ଼ାଉ କରି ୨୦ ଲିଟର ରନ୍ଧା ମଦ ଜବତ କରିବା ସହ ବାଇକ୍ କୁ ଜବତ କରି ପାଟଣାଗଡ଼ ଅବକାରୀ ଷ୍ଟେସନ କୁ ଆଣି ଅବକାରୀ କେଶ୍ ନମ୍ବର ୭୩ ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ପାଟଣାଗଡ଼ ଅବକାରୀ ଅଧିକାରୀ ସତ୍ୟ ନାରାୟଣ ଦାସ ସୂଚନା ଦେଇଛନ୍ତି। ତାଙ୍କର ଏକ୍ସନ ମୁଡକୁ ଦେଖି ବେଆଇନ ନିଶା କାରବାର କରୁଥିବା ମାଫିଆ ମାନଙ୍କ ମନରେ କୋକୁଆ ଭୟ ସୃଷ୍ଟି କରୁଥିବା ବେଳେ ପାଟଣାଗଡ଼ ଉପଖଣ୍ଡ ରେ ଅଧିକାରୀ ଙ୍କ ଏପରି ପଦକ୍ଷେପ ପାଇଁ ବେଆଇନ ନିଶା କାରବାର ବନ୍ଦ ହେବା ଆଶା ପ୍ରକଟ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like