-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ହାଟପଦା ଶ୍ମସାନରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳର ବ୍ୟବସ୍ଥା ହେବ

02-Aug-2022



ବଲାଙ୍ଗୀର(ପ୍ରେରଣା ଖବର) -  ହାଟପଦା ପଡ଼ା ମୁଖ୍ୟ ଶ୍ମସାନରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଉପଲବ୍ଧ କରିବା ପାଇଁ ଆବଶ୍ୟକୀୟ ଯନ୍ତ୍ରାଂଶ ସାରଞ୍ଜାମ ରାଜ୍ୟ ପର୍ଯ୍ୟଟନ ନିଗମର ଉଦ୍ୟମ କ୍ରମେ ଋଚି କମ୍ପାନୀ ପ୍ରଦାନ କରିଥିବା ଜଣାଯାଇଛି । ଗତ ମଇ ୯ ରେ ବଲାଙ୍ଗୀର ଯାଦବ ସମାଜ ପକ୍ଷରୁ ପ୍ରଶାନ୍ତ ମହାକୁର ଓ ବଲାଙ୍ଗୀର ବାସୀଙ୍କ ପକ୍ଷରୁ ସାମ୍ବାଦିକ ବିଭୁ କଲ୍ୟାଣ ଗଡତ୍ୟା ରାଜ୍ୟ ପର୍ଯ୍ୟଟନ ନିଗମର ପୂର୍ବ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ରଙ୍କୁ ସାକ୍ଷାତ କରି ବଲାଙ୍ଗୀର ହାଟପଦା ପଡ଼ା ଶ୍ମସାନରେ ଏକ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁରୋଧ କରିଥିଲେ । ଏହାକୁ ଦୃଷ୍ଟିରେ   ରଖି ଶ୍ରୀମତି ମିଶ୍ରଙ୍କ ଉଦ୍ୟମ କ୍ରମେ ଆବଶ୍ୟକୀୟ ଯନ୍ତ୍ର ଯୋଗାଇ ଦିଆଯାଇଥିବା କଥା ପର୍ଯ୍ୟଟନ ନିଗମ ପକ୍ଷରୁ ପ୍ରଶାନ୍ତ ମହାକୁରଙ୍କୁ ସୂଚନା ପ୍ରଦାନ କରାଯାଇଛି । ବଲାଙ୍ଗୀର ଜନତାଙ୍କ ବୃହତ୍ତର ସ୍ଵାର୍ଥ୍ୟ ଦୃଷ୍ଟିରୁ ଏହାକୁ ଅତିଶୀଘ୍ର ସ୍ଥାପନ କରିବା ପାଇଁ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କୁ ନିବେଦନ କରାଯାଇଥିବା ମହାକୁର ସୂଚନା ଦେଇଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବଲାଙ୍ଗୀର ଶ୍ମସାନ ମାନଙ୍କରେ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା ନାହିଁ । ଶବଦାହ ପାଇଁ ଶ୍ମସାନକୁ  ଯାଉଥିବା ଲୋକେ ପିଇବା ପାଣିର ଘୋର ଅଭାବ ଯୋଗୁଁ  ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଶ୍ମସାନରେ  ପିଇବା ପାଣିର ବ୍ୟବସ୍ଥା ପାଇଁ  ଦୀର୍ଘ ଦିନରୁ ଅନେକ ଅନୁଷ୍ଠାନ ଦାବୀ କରୁଥିଲେ ମଧ୍ୟ ବର୍ତ୍ତମାନ ପର୍ଯନ୍ତ ଫଳପ୍ରସୁ ହୋଇ ନଥିଲା । ଅତିଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରାଗଲେ ଜନତା ଉପକୃତ ହେବେ ବୋଲି ଯାଦବ ନେତା ମହାକୁର ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like