-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା କୋଶଲ ସେନା ପକ୍ଷରୁ ଲୋଇସିଂହା ବିଡିଓ ଙ୍କୁ ଦାବିପତ୍ର ପ୍ରଦାନ

02-Aug-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଓଡିଶା ସରକାରଙ୍କ ପଶ୍ଚିମ ଓଡିଶା ପ୍ରତି ବୈମାତୃକ ମନୋଭାବକୁ ନେଇ ବଲାଙ୍ଗୀର ଜିଲ୍ଲା କୋଶଲ ସେନା ପକ୍ଷରୁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ସ୍ମାରକ ପତ୍ର ଲୋଇସିଂହା ବିଡ଼ିଓଙ୍କ ବିଜୟ ହୋତାଙ୍କ ଜରିଆରେ ପ୍ରଦାନ କରାଯାଇଛି l  ବିଡ଼ିଓଙ୍କ ଅନୁପସ୍ଥିତି ଯୋଗୁଁ ବ୍ଲକ କାର୍ଯ୍ୟାଳୟ ଠାରେ ଜିପିଓ କିଶୋର ଚନ୍ଦ୍ର ମାନସିଂହଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା l କୋଶଲ ସେନା ଜିଲ୍ଲା ସଭାପତି କୌସ୍ତୁବ ସାହୁଙ୍କ ନେତୃତ୍ୱରେ ଦେବ ପଣ୍ଡା, ଜିତୁ ସାହୁ, ନଯୁ ଖାନ, ଅଜିତ ବେହେରା ପ୍ରମୁଖ ସ୍ମାରକ ଦେବା ବେଳ ଉପସ୍ଥିତ ଥିଲେ l ସଭାପତି ଶ୍ରୀ ସାହୁ

ପ୍ରକାଶ କରିଛନ୍ତି ଯେ  ନିକଟରେ ଓଡିଶା ସରକାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ 6891 ମାଧ୍ୟମିକ ଶିକ୍ଷୟିତ୍ରୀ ଓ ଶିକ୍ଷକ ନିଯୁକ୍ତି କରିଛନ୍ତି l ଗତ ସୋମବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ହେଲେ ପଶ୍ଚାତାପର ବିଷୟ ଏହା ଯେ ପଶ୍ଚିମ ଓଡିଶାକୁ ମାତ୍ର  ୫୨୦ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି l ଶିକ୍ଷକ ନିଯୁକ୍ତି ହେଉ କି ପଶ୍ଚିମ ଓଡିଶାର ବିକାଶ କଥା ହେଉ ରାଜ୍ୟ ସରକାର ସବୁବେଳେ ପଶ୍ଚିମ ଓଡିଶା ପ୍ରତି ପାତରଅନ୍ତର ସହ ବୈମାତୃକ ମନୋଭାବ ପୋଷଣ କରି ଆସୁଛନ୍ତି l ପଶ୍ଚିମ ଓଡିଶାର ହକ ଓ ବିକାଶ ଲାଗି ଆନ୍ଦୋଳନ ଜାରି ରହିବ ବୋଳି କୋଶଲସେନା ପକ୍ଷରୁ ସ୍ପଷ୍ଟୀକରଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026

You Might Also Like