-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା ଜିଲ୍ଲା ସଂଘ ତରଫରୁ ଓଏସ୍ଇଏଫଡ଼ି ସଂଘର ବାର୍ଷିକ ଉତ୍ସବ ତଥା ସ୍ବତନ୍ତ୍ର ଶିକ୍ଷକ ଦିବସ ପାଳନ

03-Aug-2022



ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ସଂଘ ର ପଞ୍ଚମ ବାର୍ଷିକ ଉତ୍ସବ ତଥା ଓଡ଼ିଶା ସ୍ବତନ୍ତ୍ର ଶିକ୍ଷକ ଦିବସ ଅବସରରେ ଖୋର୍ଦ୍ଧା ଜିଲ୍ଲା ଓଏସ୍ଇଏଫଡ଼ି ସଂଘ ତରଫରୁ ଭୂବନେଶ୍ବର ସ୍ଥିତ ବିପିନ ବିହାରୀ ଚ଼ୌଧୁରୀ ସରକାରୀ ବଧିର ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ସହ ହସଖୁସି ରେ ପାଳନ କରାଯାଇଅଛି।
୨୦୧୮ ମସିହାରେ ଓଡ଼ିଶାର କୋଣ ଅନୁକୋଣ ରେ ଥିବା ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ନେଇ ଦିବ୍ୟାଙ୍ଗ

ମାନଙ୍କ ଶିକ୍ଷା ଓ ସେମାନଙ୍କ ସାମୂହିକ ଉନ୍ନତି ନିମନ୍ତେ ଏହି ସଂଘ ପ୍ରତିଷ୍ଠା ହୋଇଥିଲା।ସେହି ଦିନ ଠାରୁ ଦିବ୍ୟାଙ୍ଗ ମାନଙ୍କ ଶିକ୍ଷା ଓ ଉନ୍ନତି ଦିଗରେ ସଂଘ ଆଜି ପର୍ଯ୍ୟନ୍ତ କାର୍ଯ୍ୟ କରିଆସୁଛି ଏବଂ ଆଗାମୀ ଦିନରେ କାର୍ଯ୍ୟ କରିବ ବୋଲି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ମଧ୍ୟ ଦେଉଛି।ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନେ ଯେହେତୁ ସାଧାରଣ ବିଦ୍ୟାଳୟରେ ପଢ଼ୁଛନ୍ତି,ସେହି ମାନଙ୍କ ପାଇଁ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତ କରିବାକୁ ରାଜ୍ୟ ସରକାର ଙ୍କୁ ବିନମ୍ର ନିବେଦନ କରୁଛି ସଂଘ।ଦିବ୍ୟାଙ୍ଗ ମାନେ କୌଣସି ଗୁଣରେ କମ୍ ନୁହଁନ୍ତି,ସେମାନଙ୍କୁ ଉଚ଼ିତ୍ ଶିକ୍ଷା ଓ ପ୍ରଶିକ୍ଷଣ

ଦେବା ଦ୍ବାରା ସେହି ମାନେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ,ଉପସଭାପତି ଦେବାଶିଷ ପତି,ସମ୍ପାଦିକା ଶୁଭ୍ରାଙ୍ଗୀ ପ୍ରିୟବାଦିନୀ,ଯୁଗ୍ମ ସଂପାଦକ ଅଶ୍ବିନୀ କୁମାର ମୁଦୁଲି,ସଂଯୋଜକ ବିଶ୍ବବିଜୟୀ ଦାଶ,ସହ ସଂଯୋଜକ ସୁଶୀଲ କୁମାର ସାହୁ ଏବଂ ଆଇଟି ସେଲ ସଂଯୋଜିକା ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ।

(ଶୁଭାଶିଷ ନାୟକଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like