-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଜେଏସ୍‌ଏମ୍ କଲେଜରେ ‘ଛାତ୍ର ରାଜନୀତି’ଶୀର୍ଷକ ବିଷୟ ଉପରେ ବକ୍ତବ୍ୟ ରଖିଲେ ବରଗଡ଼ର ପୂର୍ବତନ ସାଂସଦ

03-Aug-2022



ବଲାଙ୍ଗୀର(ପ୍ରେରଣା ଖବର)-ଆଜି ବଲାଙ୍ଗୀର ସ୍ଥିତ ଜେଏସ୍‌ଏମ୍ କଲେଜ ଅଫ୍ କମର୍ସ ଠାରେ ବରଗଡ଼ର ପୂର୍ବତନ ସାଂସଦ ଡ. ପ୍ରଭାସ ସିଂହ ଯୋଗ ଦେଇ ଛାତ୍ର ରାଜନୀତି ଶୀର୍ଷକ ବିଷୟ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ପୂର୍ବତନ ସାଂସଦ ଶ୍ରୀ ସିଂହ ନିଜ ଛାତ୍ର ଜୀବନ ଓ ଏହା ଉପରେ ରାଜନୀତିର ପ୍ରଭାବ ଉପରେ ନିଜର ଅନୁଭୂତି କୁ ବର୍ଣ୍ଣନା କରିଥିଲେ । ରାଜନୀତିରେ ଜାଣତରେ ହେଉ କି ଅଜାଣତରେ ଅନେକ ଶତୃ ଓ ଅନେକ ମିତ୍ର ତିଆରି ହୋଇଥାନ୍ତି । ଗଭୀର ଆତ୍ମବିଶ୍ୱାସ ଓ ସକରାତ୍ମକ ମନୋଭାବ ନେଇ କାମ କଲେ ଜେକୌଣସି କ୍ଷେତ୍ରରେ ସଫଳତା ମିଳିଥାଏ ବୋଲି ଶ୍ରୀ ସିଂହ ଛାତ୍ରଛାତ୍ରୀ ମାନଙ୍କୁ

ବୁଝାଇ ଥିଲେ । ସେବା ମନୋଭାବ ନେଇ ଉଚ୍ଚଶିକ୍ଷିତ ମାନେ ରାଜନୀତିକୁ ପ୍ରବେଶ କଲେ ଦେଶ ସବୁ କ୍ଷେତ୍ରରେ ଉନ୍ନତି କରିପାରିବ ବୋଲି ଶ୍ରୀ ସିଂହ କହିଥିଲେ । ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପାର୍ଲାମେଣ୍ଟ ଠାରୁ ଆରମ୍ଭ କରି ପଂଚାୟତ ପର୍ଯ୍ୟନ୍ତ ରାଜନୀତି ସଂପର୍କିତ ଅନେକ ପ୍ରଶ୍ନର ଉତ୍ତର ରଖିଥିଲେ ପୂର୍ବତନ ସାଂସଦ ଶ୍ରୀ ସିଂହ । କଲେଜର ପ୍ରତିଷ୍ଠାତା ସିଏ ଶ୍ରୀକାନ୍ତ ସର୍ମା ଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ କେଲଜର ଅଧ୍ୟାପକ ସୁବ୍ରତ ପଟ୍ଟନାୟକ ଓ  ଶିକ୍ଷାବିତ ମନୋରଞ୍ଜନ ସାହୁ ମଂଚାସୀନ ରହି ଦେଶର ଭବିଷ୍ୟତ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ରଖିଥିଲେ । ନିରୋଜ ମିଶ୍ର ସଭାକୁ ସଂଚାଳନ କରିଥିଲେ ।  କଲେଜର ଛାତ୍ର କ୍ରିସ କେଡିଆ ଓ ୟସ ପାଲ ମଂଚାସୀନ ପୂର୍ବତନ ସାଂସାଦ ଶ୍ରୀ ସିଂହକୁ ରାଜନୀତି ସଂପର୍କିତ କିଛି ପ୍ରଶ୍ନ ପଚାରିଥିଲେ । ଏହି ଆଲୋଚନା ଓ ମତବିନିମୟ କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ, ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like