-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ।

03-Aug-2022



ନବରଙ୍ଗପୁର (ପ୍ରେରଣା ଖବର) -ନବରଙ୍ଗପୁର  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ  ଜିଲ୍ଲା ସ୍ତରୀୟ ନୋଡାଲ  ବୈଠକ  ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ।  ଏଥିରେ କୃଷକ ପଞ୍ଜିକରଣ, ୟୁରିଆ ସାର, ବିହନଯୋଗାଣ,ଅଙ୍ଗନୱାଡ଼ି କେନ୍ଦ୍ର ପରିଚାଳନା, ଅମୃତ ସରୋବର ପ୍ରକଳ୍ପ, ଶିକ୍ଷା ବ୍ୟବସ୍ଥା,5T ସ୍କୁଲ, ସ୍ବାସ୍ଥ୍ୟ ସେବା, ଇତ୍ୟାଦି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ବିଶେଷ କରି ନୋଡାଲ ଅଧିକାରୀ ମାନେ ସଂପୃକ୍ତ ବ୍ଲକ ପରିଦର୍ଶନ ସମୟରେ ଗ୍ରାମ ପଞ୍ଚାୟତ ପରିଦର୍ଶନ କରି ପଞ୍ଚାୟତ କାର୍ଯ୍ୟ ର ତଦାରଖ କରି ସବିଶେଷ ତଥ୍ୟ ଜିଲ୍ଲପାଳଙ୍କୁ ଜଣାଇବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ଖରିଫ୍ ଋତୁରେ କୃଷକ ମାନଙ୍କ ପାଇଁ ଆବଶ୍ୟକ ବିହନ ସାର ଯୋଗାଣ ରେ ଯେମିତି କୌଣସି ତ୍ରୁଟି ନହୁଏ ସେଥିପାଇଁ ଯଥେଷ୍ଟ ଧ୍ୟାନ ଦେବା ପାଇଁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କୁ ଜିଲ୍ଲପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ।ଏହି ବୈଠକରେ ନୋଡାଲ ଅଧିକାରୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀଅଧିକାରୀ ଜିଲ୍ଲା ପରିଷଦ  ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ଉପ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦେବୀ ପ୍ରସାଦ ଟାଲି ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ  ଶିଶିର କୁମାର ପାଣି, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମଳୟ ତ୍ରିପାଠୀ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ ,  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ  ପ୍ରମୁଖ  ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like