-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର : ବୁଦ୍ଧଦେବ ମେହେର ମହାବିଦ୍ୟାଳୟରେ ପିଲାଟିଏ କୁ ଚାରାଟିଏ ଅଭିଯାନ ଆରମ୍ଭ

04-Aug-2022



ପଦ୍ମପୁର : ଗଛ ପାଇ ଜୀବଜଗତ ବଂଚୁଛି ,ମଣିଷର ସର୍ବଦା ସଂଗ୍ରାମ ସେଇ ଜଙ୍ଗଲ ସହିତ । ଫଳରେ ଭୟଙ୍କର ସଂକଟରେ ଗତି କରୁଛି ମଣିଷ ।ମଧ୍ୟ ବୃକ୍ଷ ପାଇଁ । ମାତ୍ର ଦୁଃଖର ସାଂପ୍ରତିକ ସମାଜରେ କେବଳ ଆତଙ୍କିତ ସମାଜ ପାଇଁ ଏକମାତ୍ର ବିକଳ୍ପ ହେଉଛି ବୃକ୍ଷ । ଏହି ବାର୍ତ୍ତା ନେଇ ଆରମ୍ଭ ହୋଇଛି ଏକ ନିଆରା ଅଭିଯାନ । ବରଗଡ ଜିଲ୍ଲା ପଦ୍ମପୁର ନିକଟସ୍ଥ ବୁଦ୍ଧଦେବ ମେହେର ମହାବିଦ୍ୟାଳୟରେ ପିଲାଟିଏକୁ ଚାରାଟିଏ ଅଭିଯାନ ଆରମ୍ଭ କରାଯାଇଛି । ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଁଳା ତଥା ବିଭିନ୍ନ ପ୍ରଜାତିର ଶତାଧିକ ବୃକ୍ଷ ବଣ୍ଟନ କରାଯାଇଛି । ଛାତ୍ରଛାତ୍ରୀମାନେ ନିଜ ଘରେ କିମ୍ବା ବିଳବାଡିରେ ସୁବିଧା ଓ ସୁରକ୍ଷିତ ସ୍ଥାନରେ ଗଛ ଲଗାଇବା ସହିତ ତାହାର ଯତ୍ନ ନେବେ । ମହାବିଦ୍ୟାଳୟର ରେଡକ୍ରସ ୟୁନିଟ ଆୟୋଜନରେ ଏବଂ ସମ୍ବାଦ ସାହିତ୍ୟ ଘର ପଦ୍ମପୁର ଓ ପ୍ରକୃତି ବଂଧୁ ମିନିକେତନ ସାହୁଙ୍କ ସହଯୋଗରେ ବୃକ୍ଷ ରୋପଣ, ବୃକ୍ଷ ବଣ୍ଟନ ଓ ସଚେତନତା ସଭା ବୁଧବାର ଦିନ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେଶ ସାହୁଙ୍କ ସଭାପତିତ୍ୱରେ ଅଧ୍ୟାପକ ସୁଶାନ୍ତ ମିଶ୍ର ପରିଚାଳନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ମକରଧ୍ଵଜ ବଗାର, ସମ୍ମାନିତ ଅତିଥି ଭାବରେ ପ୍ରକୃତି

ବଂଧୁ ମିନିକେତନ ସାହୁ, ବରିଷ୍ଠ ସାମ୍ବାଦିକ ରତ୍ନମଣି ଶତପଥି, ବ୍ଲକ ଜିପିଓ ମୁଂଚୁ ମୁଣ୍ଡା, ଅଧ୍ୟାପକ ଲମ୍ବୋଦର ତାଣ୍ଡି ପ୍ରମୁଖ ବୃକ୍ଷ ରୋପଣର ଆବଶ୍ୟକତା ସଂକ୍ରାନ୍ତରେ ଆଲୋଚନା କରିଥିଲେ । ରେଡକ୍ରସ କାଉନସିଲର ଅଧ୍ୟାପିକା ଶୋଭାମୟୀ ପଧାନ ଓ ରାଜେଶ ଥାନପତିଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ଶତୃଘ୍ନ ପଧାନ, ପ୍ରିୟରଞ୍ଜନ ସାହୁ, ନାରାୟଣ ହୋତା, ରତିକାନ୍ତ ସୁଆର, ସୁବଳ ସାହୁ, ମାନଭଞ୍ଜନ ହୋତା, ଦେବରାଜ ସାହୁଙ୍କ ସମେତ ସମସ୍ତ କର୍ମଚାରୀ ଅଂଶଗ୍ରହଣ କରି ସକ୍ରିୟ ସହଯୋଗ କରିଥିଲେ ।
(ପଦ୍ମପୁରରୁ ନରହରୀ ବଗର୍ତ୍ତୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like