-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ର ସାହିତ୍ଯ ଅକାଦେମୀ ଦ୍ବାରା "ନୁରା" ପ୍ରକାଶିତ

04-Aug-2022




ଯେଉଁ ସମୟରେ ପୃଥିବୀର ଅନେକ ଭାଷା ଲୋପ ପାଇ ବସୁଛି, ସେହି ସମୟରେ ଦିନକୁ ଦିନ ଆହୁରି ଉଦଭାସିତ ହେଉଛି କୋଶଲୀ ସମ୍ବଲପୁରୀ ଭାଷା । କବି ଲେଖକମାନେ ଅଂଚଳର ସଂସ୍କୃତି ପରମ୍ପରା ଐତିହ୍ଯକୁ ନେଇ  ସୃଷ୍ଟି କରିଚାଲିଛନ୍ତି ସାହିତ୍ଯ, ଉପଭାଷାର ଶିକୁଳିକୁ ଛିଣ୍ଡାଇ ସମ୍ବିଧାନର ଅଷ୍ଟମ ସୂଚୀରେ ଭାଷାକୁ ସାମିଲ କରିବାର ଦାବି ଓ ପ୍ରଚେଷ୍ଟା  ଜୋର୍ ଧରିଛି।  ଭାଷାର ମାଧୁର୍ଯ୍ୟ ଏବେ ଖାଲି ଦେଶରେ ନୁହଁ ବିଦେଶରେ ମଧ୍ଯ ଲୋକଙ୍କୁ ଆକର୍ଷିତ କଲାଣି । ଆଉ ଏ ଭିତରେ  ଯୁବ କବି ସୁଜିତ କୁମାର ସତପଥିଙ୍କ କବିତା ସଂକଳନ "ନୁରା" କେନ୍ଦ୍ର ସାହିତ୍ଯ ଅକାଦେମୀ, ନୂଆଦିଲ୍ଲୀର ଲାଙ୍ଗୁଏଜ୍ ଡେଭେଲପମେଣ୍ଟ ବୋର୍ଡ ଦ୍ବାରା ଅନୁମୋଦିତ ହୋଇ ପ୍ରକାଶିତ ହୋଇସାରିଛି ଏବଂ  ଆଉ ଗୋଟେ ପାଦ ଆଗେଇଛି ଭାଷାର ସ୍ବୀକୃତିର । ଚଳନ୍ତି ସମୟର ଆଶ୍ବାସନା ସହ ହଜିଯାଇଥିବା ସମୟର ପ୍ରତିଶୃତିକୁ ମାନବିକତା ଓ ମନସ୍ତାତ୍ତ୍ବିକ ଦୃଷ୍ଟିରେ ଖୋଜି ପ୍ରକାଶିତ କରୁଥିବା ଏଇ ସଂକଳନଟି ଭାଷା ସାହିତ୍ଯରେ ଗୋଟେ ମାଇଲଖୁଣ୍ଟ ହେବାର

ଦୃଢ ଆଶାପୋଷଣ ତଥା ଆଲୋଚନା କରୁଛନ୍ତି ଅଂଚଳର ବୁଦ୍ଧିଜୀବୀ,  କବି ଓ ଲେଖକମାନେ । ପ୍ରକାଶିତ ଥାଉ କି ପୂର୍ବରୁ କବି ସୁଜିତଙ୍କର କେନ୍ଦ୍ର ସାହିତ୍ଯ ଅକାଦମୀର ନବୋଦୟ ଯୋଜନା - 2015 ରେ ମନୋନୀତ ଓ ପ୍ରକାଶିତ "ଇଚ୍ଛାଭାଟି" ସହ, "ଚତୁର୍ଥ ପୁରୁଷ",  "ଶବ୍ବରେ ଶବ୍ବରେ", "ଛୁଟିଦେବା ସମୟକୁ" ଆଦି କବିତା ସଂକଳନ ଓ "କବି ସଂଜୟ କୁମାର ମିଶ୍ରଙ୍କ କବିତା : ଦୀପ୍ତି ଓ ଦିଗନ୍ତ " ଆଲୋଚନା ପୁସ୍ତକଟି ବେଶ ପାଠକୀୟ ସ୍ବୀକୃତି ପାଇସାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like