-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବନ ମହୋତ୍ସବ ଅନୁଷ୍ଠିତ

04-Aug-2022



ପରମାଣପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପୂର୍ବାହ୍ନ ରେ ବିଦ୍ୟାଳୟରୁ ବୃକ୍ଷରୋପଣ ସଚେତନତା ରାଲି ଆରମ୍ଭ ହୋଇ ଗ୍ରାମ୍ୟ ପରିକ୍ରମା କରିଥିଲା l ଏହି ରାଲିରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କ ସମେତ ଶିକ୍ଷକ,ଶିକ୍ଷୟିତ୍ରି ଏବଂ ଅନ୍ୟ କର୍ମଚାରୀବୃନ୍ଦ ସାମିଲ ଥିଲେ l ପରବର୍ତ୍ତୀ ସମୟରେ ଅନୁଷ୍ଠିତ ସଭାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶ୍ରୀଯୁକ୍ତ ପଦ୍ମଲୋଚନ ନାଥ ମୁଖ୍ୟ ବକ୍ତା ଭାବରେ ନିଜର ଅଭିଭାଣ ପ୍ରଦାନ କରିଥିବା ସ୍ଥଳେ ରେଙ୍ଗାଲି ରେଞ୍ଜର ପୃଥ୍ୱୀରାଜ  ବେହେରା, ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଷା ମିଶ୍ର, ଇଂରାଜୀ ଶିକ୍ଷକ ରାଜେନ୍ଦ୍ର କୁମାର ଛୁରିଆ ବୃକ୍ଷ ର ମାହାତ୍ମ୍ୟ ସହ ନିଜ ର କର୍ତ୍ତବ୍ୟ ସମ୍ପର୍କରେ ପିଲାଙ୍କୁ ଅବଗତ କରାଇଥିଲେ । ସଭା ପଶ୍ଚାତ ସାମୂହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା l ରେଞ୍ଜର ମହୋଦୟ ପିଲାମାନଙ୍କୁ କିପରି ଗଛ ଲଗାହୁଏ ତାହା ପ୍ରଦର୍ଶନ ତଥା ଯତ୍ନ ନିମନ୍ତେ ଆହ୍ୱାନ କରିଥିଲା l ସଭାଶେଷରେ ସାମାଜିକ ବିଜ୍ଞାନ ଶିକ୍ଷକ ଦିଲ୍ଲୀପ କୁମାର ଭୋଇ ଧନ୍ୟବାଦ ପ୍ରସ୍ତାବ ଦେଇଥିବା ସ୍ଥଳେ ହିନ୍ଦି ଶିକ୍ଷକ ପ୍ରଦୀପ କୁମାର ଧଳ ସଂଯୋଜନା କରିଥିଲେ l ସଭାପ୍ରାରମ୍ଭରେ ବିଦ୍ୟାର୍ଥିଙ୍କ ଦ୍ୱାରା ଦ୍ୱୀପ ବନ୍ଦନା ତଥା ଅତିଥିଙ୍କ ଉଦ୍ଦେଶ୍ୟରେ ସ୍ୱାଗତ ସଙ୍ଗୀତ ଚିତ୍ତାକର୍ଷକ ହେଇଥିଲା । ଏହି କାର୍ଯ୍ୟକ୍ରମ ନିମନ୍ତେ ଅଧ୍ୟକ୍ଷା ବିଦ୍ୟାଳୟ ର ସମସ୍ତ କର୍ମକର୍ତ୍ତା ଙ୍କୁ ୫ଟି ର ବୈଶିଷ୍ଟ୍ୟ ଦଳଗତ କାର୍ଯ୍ୟର ଶ୍ରେୟ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like