-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜନସେବୀ ସ୍ୱର୍ଗତ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ୧୦୬ତମ ଜୟନ୍ତୀ ସମାରୋହ : ‘ସାଂପ୍ରତିକ ଶିକ୍ଷା ଓ ସାମାଜିକ ଉତ୍ତର ଦାୟିତ୍ୱ’ ଶୀର୍ଷକରେ ସ୍ମାରକୀ ବକ୍ତୃତା

04-Aug-2022



ବଲାଙ୍ଗିର(ପ୍ରେରଣା ଖବର) ଆଜିର ଶିକ୍ଷା ବ୍ୟବସ୍ଥା ଜୀବିକା ପାଇଁ । ସମାଜ ଉପଯୋଗୀ ଶିକ୍ଷା ବ୍ୟବସ୍ଥା  ଲାଗୁ ନହେଲେ ସାମାଜିକ ଦୁଃସ୍ଥିତିରୁ ଆମେ ମୁକୁଳି ପାରିବା ନାହିଁ ।  ଏଣୁ ଆମର ଆଗାମୀକୁ ସୁନ୍ଦର କରିବାକୁ ହେଲେ  ଉତ୍ତର ଦାୟିତ୍ୱ ନିଜେ ନେବାକୁ ପଡିବ । ଶିକ୍ଷା ହିଁ ଆମକୁ ସେ ଦିଗରେ ଅଗ୍ରସର ହେବାକୁ ସାମର୍ଥ୍ୟ ଦେବ ବୋଲି ମତ ଦେଇଛନ୍ତି ସମ୍ବଲପୁର ବିଶ୍ୱବିଦ୍ୟାଳୟର  କୁଳ ସଚିବ ଡ. ନୃପରାଜ ସାହୁ । 
    ଜିଲ୍ଲା ସାମ୍ବାଦିକ ସଂଘ ଓ କୃଷ୍ଣଚନ୍ଦ୍ର ପଣ୍ଡା ସ୍ମୃତି କମିଟିର ମିଳିତ ସହଯୋଗରେ ସ୍ଥାନୀୟ ସାମ୍ବାଦିକ ଭବନରେ ଜନସେବୀ ସ୍ୱର୍ଗତ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ୧୦୬ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିବା ବେଳେ ଏହି ଅବସରରେ ‘ସାଂପ୍ରତିକ ଶିକ୍ଷା ଓ ସାମାଜିକ ଉତ୍ତର ଦାୟିତ୍ୱ’ ଶୀର୍ଷକରେ ସ୍ମାରକୀ ବକ୍ତୃତା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଉପ-ସଭାପତି ଆନଂଦ ଚଂଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ  ଉଦ୍‌ଘାଟକ ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟର  କୁଳ ସଚିବ  ଡ. ନୃପରାଜ ସାହୁ ଯୋଗଦାନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏବଂ ମୁଖ୍ୟବକ୍ତା ଭାବେ ଆଇଆଇପିଏ.ର ସହକାରୀ ପ୍ରାଧ୍ୟାପକ ଡ. ସୁଜିତ କୁମାର ପୃଷେଠ୍ ଯୋଗ ଦେଇଥିଲେ । ସଂଘର ସଭାପତି ହରିନାରାୟଣ ପୂଜାରୀ ଏବଂ ସାଧାରଣ ସଂପାଦକ ବଳରାମ ମିଶ୍ର ଅତିଥିମାନଙ୍କୁ ଉପଢୌକନ, ପୁଷ୍ପଗୁଚ୍ଛ ଓ ସ୍ମାରକୀ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ସ୍ୱର୍ଗତ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ସ୍ମୃତିଚାରଣ କରି ଉଦ୍‌ଘାଟକ ଡ. ସାହୁ  ପୌରାଣିକ କଥାବସ୍ତୁ ଆଧାରରେ ସାଂପ୍ରତିକ ଶିକ୍ଷା ଓ ସାମାଜିକ ଉତ୍ତର ଦାୟିତ୍ୱ ସଂପର୍କରେ ଆଲୋଚନା କରିଥିଲେ । ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ଶିକ୍ଷା ବ୍ୟବସ୍ଥା ପ୍ରତି ରହିଥିବା ସାମାଜିକ ପ୍ରତିବଦ୍ଧତା ସଂପର୍କରେ ଆଲୋକପାତ କରିବା ସହ ନିଜ ବକ୍ତବ୍ୟରେ ସ୍ୱର୍ଗତ ପଣ୍ଡାଙ୍କୁ ଶ୍ରଦ୍ଧାଂଜଳି ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ସହକାରୀ ପ୍ରାଧ୍ୟାପକ ଡ. ପୃଷେଠ୍ ଭାରତୀୟ ଶିକ୍ଷା ଆଦର୍ଶ ସଂପର୍କରେ ଆଲୋଚନା କରି ଆଗାମୀ ସମୟରେ ଶିକ୍ଷାର ରୂପରେଖ ଓ ଆମ ସମସ୍ତଙ୍କ ଏଥିପ୍ରତି ରହିଥିବା ଦାୟିତ୍ୱ ସଂପର୍କରେ ବିଷଦ୍ ଭାବରେ ଆଲୋକପାତ କରିଥିଲେ । ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ମଂଚ ପରିଚାଳନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ସନ୍ଦୀପ କୁମାର କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like