-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀରକୁ ଏକ ସବୁଜ ସହର କରିବା ପାଇଁ ପ୍ରୟାସ, ବନ ବିଭାଗ ଓ ବଲାଙ୍ଗୀର ପୌରପାଳିକାର ସମନ୍ୱୟ ବୈଠକ

04-Aug-2022



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ)-ବଲାଙ୍ଗୀର ସହରକୁ ଏକ ସବୁଜ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ଯୋଜନା ହାତକୁ ନିଆଯାଇଛି ।  ବଲାଙ୍ଗୀର ବନବିଭାଗ ପକ୍ଷରୁ ଚାରା, ଚାର ରୋପଣ ପାଇଁ ଆବଶ୍ୟକୀୟ ସାମଗ୍ରୀ ଓ ତାର ଜାଲି ଆଦି ବଲାଙ୍ଗୀର ମୁନିସିପାଲିଟିକୁ ପ୍ରଦାନ କରାଯିବ । ଚାରାରୋପଣ ଓ ଓ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ବଲକାଙ୍ଗୀର ମୁନିସିପାଲିଟି ଉପରେ ନ୍ୟସ୍ତ କରାଯାଇଛି । ଏଥିରେ

ବଲାଙ୍ଗୀର ସହରର ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ  ସହଯୋଗ କରିବେ ବୋଲି ଜଣାପଡିଛି । ସହରକୁ ସବୁଜ ସୁନ୍ଦର କରିଗଢ଼ିତୋଳିବାର ଯୋଜନାକୁ ସଫଳ ରୂପାୟନ ଦେବା ପାଇଁ ଆଜି ବଲାଙ୍ଗୀର ବନ ବିଭାଗ ଓ ବଲାଙ୍ଗୀର ମୁନିସିପାଲିଟିର ଏକ ସମନ୍ୱୟ ବୈଠକ ମୁନିସିପାଲିଟି ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବଲାଙ୍ଗୀର ଡିଏଫ୍‌ଓ ନିତିଶ କୁମାର,

ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ, ମୁନିସିପାଲିଟି ଅନ୍ତର୍ଗତ ୨୧ଟି ୱାର୍ଡର  କାଉନସିଲରଙ୍କ ସମେତ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନ, କର୍ତ୍ତବ୍ୟ ଫାଉେଣ୍ଡେସନ, ନାରୀ ଶକ୍ତି ଫାଉଣ୍ଡେସନ, ମାହେଶ୍ୱରୀ ସେବା ସଂଗଠନ, ଜି୍‌ଲା କରାଟେ ସଂଘ, ରାଜମିସ୍ତ୍ରୀ ନିର୍ମାଣ ସଂଘ, ମାଁ ସମଲେଶ୍ୱରୀ ଆରତି କମିଟି, ପଶ୍ଚିମ ଓଡ଼ିଶା ଯୁବା ମଂଚ, ସୁନି ସଦର କମିଟି, ମିତ୍ର ଚେରିଟେବୁଲ ସଂଘ, ଜିଲ୍ଲା ୟାଏକଣ୍ଡୋ କମିଟିର କର୍ମକର୍ତ୍ତା ମାନେ ଏହି ସମନ୍ୱୟ ବୈଠକରେ ଯୋଗ ଦେଇ ନିଜର ମତାମତ ଉପସ୍ଥାପନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like