-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

କରେକ୍ସ ଜବତ ସହ ଦୁଇ କରେକ୍ସ ମାଫିଆ ଗିରଫ

04-Aug-2022



ପାଟଣାଗଡ(ପୂର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ରେ ଦିନ କୁ ଦିନ ରନ୍ଧା ମଦ, ଗଞ୍ଜେଇ ବିଦେଶୀମଦ ,ବ୍ରାନସୁଗର,ଟେବେଲେଟ ,କଫ ସିରଫ ଭଲି ନିଶା ଦ୍ରବ୍ୟ   ବଢ଼ି ଚାଲିଥିବା ବେଳେ ଛୋଟ ଛୋଟ ବେପାରୀ ମାନଙ୍କୁ  ଗିରଫ କରି ପୋଲିସ ନିଜର କର୍ତ୍ତବ୍ୟ ସାରି ଦେଉଛନ୍ତି। କିନ୍ତୁ  ଅବକାରୀ ବିଭାଗ କର୍ମଚାରୀ କମ୍ ଥିବାରୁ ଯେତିକି ସକ୍ଷମ ସେତିକି ଚଢ଼ାଉ କରି ଗିରଫ କରୁଛନ୍ତି । କିନ୍ତୁ ଉପଖଣ୍ଡ ର ୫ ଟି ଥାନା ମଧ୍ୟରୁ  ମାନିବାକୁ ପଡିବ ଯେ  ଖପ୍ରାଖୋଲ ଥାନା ଅଧିକାରୀ ଭାବେ ରମାକାନ୍ତ ସାହୁ ଙ୍କ ଯୋଗ ଦେବାପରେ ବହୁତ୍ ବେଆଇନ ନିଶା କାରବାର କମିବାକୁ ବସିଲାଣି । କିନ୍ତୁ ଦୁଃଖର ବିଷୟ ଏହି କିଯେ ଖପ୍ରାଖୋଲ ଭଲି ମୁଖ୍ୟ ସ୍ଥାନରେ ବେଧଡକ ଭାବେ ସଟ୍ଟା ଆଡ୍ଡା ଥିବା ବେଳେ ମହାଶୟ ଜଣକ କାହିଁକି ଧରୁ ନାହାନ୍ତି ; ନାଁ କୌଣସି ରାଜନୈତିକ ଚାପରେ ଧରୁନାହାନ୍ତି ବୋଲି ପ୍ରଶ୍ନବାଚୀ ସୃଷ୍ଟି କରୁଛି ? ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ     ଧଣ୍ଡାମୁଣ୍ଡା ଗ୍ରାମ ର ବେଆଇନ କଫ ସିରଫ କାରବାର କରୁଥିବା କାଳିଆ ଓରଫ ସତ୍ୟବ୍ରତ ପଟେଲ (୪୨) ଘରେ କଫ ସିରଫ ରଖି ଥିବା କୌଣସି ସୂତ୍ରରୁ ଖବର ପାଇ ଖପ୍ରାଖୋଲ ପୋଲିସ ଚଢ଼ାଉ କରି ୯୬ ବୋତଳ କଫ ସିରଫ ଓ ନିଶା ବଟିକା ଜବତ କରିବା ସହ କାଳିଆ କୁ ଗିରଫ କରାଯାଇଛି । ସେହିପରି ବେଳପଡା ଥାନା ବେଳପଡା ଗାଁ ର ଦୂର୍ଗା ମନ୍ଦିର ପଡ଼ା ରେ ରହୁଥିବା ରଇବାରୁ ଓରଫ୍ ମଧୁସୂଦନ ବାଗ(୩୫) ଘରେ ଚଢ଼ାଉ କରି କଫ ସିରଫ ଜବତ କରିବା ସହ ରଇବାରୁ ଓରଫ୍ ମଧୁସୂଦନ ବାଗ କୁ ଗିରଫ କରିଥିଲେ । ଜବତ  କଫ ସିରଫ ମୂଲ୍ୟ ହାରାହାରି ୬୫ହଜାର ହେବ ବୋଲି ଥାନା ଅଧିକାରୀ କହିଥିବା ବେଳେ ଖପ୍ରାଖୋଲ ରେ ଥାନା କେଶ ନଂ୯୫/୨୨  ୟୁ/ଏସ୍ ଦଫା ୨୭୪,୨୭୫  ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ରମାକାନ୍ତ ସାହୁ ସୂଚନା  ଦେଇଛନ୍ତି।ବେଲପଡା ଥାନା ମୁଖ୍ୟ ସହର ରୁ କରେକ୍ସ ଟ୍ୟାବଲେଟ ଜବତ କରି ଶ୍ରୀ ସାହୁ ଯେଉଁ ଭଳି ଭାବେ ନିଜର କର୍ତ୍ତବ୍ୟ ସାଧନ କରିଛନ୍ତି ତାହା ଅଞ୍ଚଳବାସୀ ଖୁସି ମନ୍ତବ୍ୟ ପାଇଥିବା ବେଳେ ବେଲପଡା ପୋଲିସ କୁ ଲୋକେ ଉପହାସ କରୁଥିବା ଶୁଣିବାକୁ ମିଳୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like