-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||     

HOME   ଜିଲ୍ଲା

ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ କରିବା ପାଇଁ ୧୨ ଘଣ୍ଟା ରେଢ଼ାଖୋଲ ବନ୍ଦ

04-Aug-2022



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର- କଟକ ୫୫ନମ୍ବର ଜାତୀୟ ରାଜପଥ ର ଚାରିଥାକିଆ ରାସ୍ତା ସଂପ୍ରସାରଣ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଓ ପୁରୁଣା ରାସ୍ତା ମରାମତି ଦାବୀରେ ରେଢାଖୋଲ ନାଗରିକ କମିଟୀ ପକ୍ଷରୁ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା ,ସକାଳ ୬ଟା ରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ,ବଜାର, ଗାଡି

ଚଳାଚଳ ବନ୍ଦ ରହିବା ସହ ସମସ୍ତ ସରକାରୀ ବେସରକାରୀ ଅଫିସ୍ ସ୍କୁଲ କଲେଜ ବନ୍ଦ ରହିଥିଲା , କୋର୍ଟ ,ବ୍ୟାଙ୍କ ଓ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ସବୁ ପିକେଟିଂ କରି ବନ୍ଦ କରିଥିଲେ ଆନ୍ଦୋଳନ କାରୀ । ଭୀମଭୋଇ ଛକ ଓ ଡାକ୍ତରଖାନା ଛକରେ ବନ୍ଦ କରାଯାଇଥିଲା , ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଥିଲା । ଆନ୍ଦୋଳନ ସ୍ଥଳକୁ ଏନ‌ଏଚ‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକ କେ ନାଗେଶ୍ଵର , ରେସିଡେଣ୍ଟ ଇଂଜିନିୟର ନାଗେଶ୍ବର ରାଓ , ଏନ‌ଏଚ‌ଏଆଇ ସମ୍ବଲପୁର ମ୍ୟାନେଜର ନିତିନ ଗୁପ୍ତା , ରୋଡ଼ ସେଫଟି ସହକାରୀ ଯନ୍ତ୍ରୀ ଚନ୍ଦନ କୁମାର ରେଢ଼ାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା , ପୋଲିସ ଏସଡିପିଓ ପ୍ରଶାନ୍ତ ମେହେର , ଥାନା ଅଧିକାରୀ ସୁରୁବାବୁ ଛତ୍ରିଆ ପହଞ୍ଚି ନାଗରିକ କମିଟି

ସହ ଆଲୋଚନା କରି ଲିଖିତ ଭାବେ ପ୍ରତିଶ୍ରୁତି ଦେବାପରେ ଦିନ ୧୨ ଟାରେ ରାସ୍ତା ଅବରୋଧ ପ୍ରତ୍ୟାହାର କରିଥିଲେ । ଆଗାମୀ ସାତ ଦିନ ମଧ୍ୟରେ ସାଧୁମୁଣ୍ଡା ରୁ ରେଢ଼ାଖୋଲ ପର୍ଯ୍ୟନ୍ତ ଆଗାମୀ ୧୫ ଦିନ ମଧ୍ୟରେ ମରାମତି କରାହେବ ଓ ରେଢ଼ାଖୋଲ ରୁ ଚାରମାଳ ପର୍ଯ୍ୟନ୍ତ ସାତ ଦିନ ମଧ୍ୟରେ ଏକ ପିଚୁ ପ୍ରସ୍ତ ଦେଇ ମରାମତି କରାହେବ ବୋଲି ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026

You Might Also Like