-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଖେଳ

ସିଦ୍ଧାର୍ଥ ୱାନଡେ ଫେନସି କ୍ରିକେଟ,ବିଜ୍ଞାନ ବିଭାଗକୁ ୨୦ ରନରେ ହରାଇ କଳା ବିଭାଗ ବିଜୟୀ

05-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଅଧ୍ୟୟନ କରୁଥିବା ବିଜ୍ଞାନ ଓ କଳା ବିଭାଗ ଛାତ୍ର ମାନଙ୍କୁ ନେଇ ସିଦ୍ଧାର୍ଥ ୱାନ ଡେ ଫେନସି  କ୍ରିକେଟ ମ୍ୟାଚ ସ୍ଥାନୀୟ ଗରୁଡ କ୍ୟାମ୍ପସ ଠାରେ ଗୁରୁବାର ଅନୁଷ୍ଟିତ ହୋଇଥିଲା ଏହାକୁ କଲେଜ ଅଧ୍ୟକ୍ଷ ଡ଼ଃ ଧୀରେନ୍ଦ୍ର କୁମାର ନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ପ୍ରଥମ ମ୍ୟାଚ ୨ଏଣ୍ଡ ଓ ୪ଥ ସେମିଷ୍ଟାର ବନାମ ୨ଏଣ୍ଡ ସେମିଷ୍ଟାର କଳା ଛାତ୍ରଙ୍କ ମଧ୍ୟରେ ହୋଇଥିବା ବେଳେ ଦ୍ଵିତୀୟ ମ୍ୟାଚ ୨ଓ ଚତୁର୍ଥ ସେମିଷ୍ଟର ବିଜ୍ଞାନ ବନାମ ଚତୁର୍ଥସେମିଷ୍ଟାର କଳା ମଧ୍ୟରେ ହୋଇଥିଲା ଫାଇନାଲ ଖେଳରେ ପ୍ରଥମେ ବ୍ୟାଟିଂ

କରି ୨ୟ ସେମିଷ୍ଟାର କଳା ବିଭାଗ ଛାତ୍ରମାନେ ୬୬ ରନ କରିଥିବା ବେଳେ ବିଜ୍ଞାନ ବିଭାଗ ଛାତ୍ରମାନେ କେବକ ୪୬ ରନ୍ କରିବାକୁ ସମର୍ଥ ହୋଇଥିଲେ l ଫଳରେ ୨୦ରନରେ କଳା ବିଭାଗ ବିଜୟୀ ହୋଇଥିଲା ଖେଳ ଗୁଡ଼ିକୁ ଅଧ୍ୟାପକ ବିଶ୍ୱନାଥ ମିଶ୍ର,ସନୋଜ ଦାସ,ପ୍ରୀତିରଞ୍ଜନ ସାହୁ,ନିରଞ୍ଜନ ଡାଙ୍ଗ,ବିକ୍ରମ ମେହେର ପରିଚାଳନା କରିଥିବା ବେଳେ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ଵାଳ,ରୁଦ୍ର ନାରାୟଣ ଦାଶ,ଖେଳ ଶିକ୍ଷକ ନାରାୟଣ ଚୌଧୁରୀ ପ୍ରମୁଖ ସହଯୋଗ କରିଥିଲେ ।ଖେଳ ଦେଖିବା ପାଇଁ କଲେଜର ସମସ୍ତ ଛାତ୍ରଛାତ୍ରୀ ପଡିଆ ପାର୍ଶ୍ଵରେ ଛିଡ଼ା ହୋଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like