-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||     

HOME   ଜିଲ୍ଲା

କେନାଲରେ ପାଣି ଯୋଗାଇବା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର।

05-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଶ୍ରାବଣରେ ଅନିୟମିତତା ବର୍ଷା ଯୋଗୁଁ ଚଳିତ ଖରିଫ ଚାଷ ବିଳମ୍ବ ହେଉଛି ।ଅନ୍ୟ ପଟେ ହୀରାକୁଦ ଜଳସେଚିତ ବିନିକା ଅଞ୍ଚଳର ଶାଖା କେନାଲ ମାନଙ୍କରେ ପାଣି ଆସୁନଥିବାରୁ ଚାଷୀଙ୍କ ପାଇଁ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହେଲାଣି ।ସୂଚନା ଯୋଗ୍ୟ ଯେ ବର୍ଷା ଅଭାବ ସାଙ୍ଗକୁ କେନାଲରେ ପାଣି ଆସୁନଥିବାରୁ ଚାଷୀଙ୍କ ପାଇଁ ରୁଆ ବେଉଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ଭାବରେ ପଛେଇ ଯାଇଛି ।ତେଣୁ ଦୂନିଆକୁ ଆହାର ଯୋଗାଉଥିବା ଚାଷୀ ମାନଙ୍କ ହିତ ପାଇଁ ତୁରନ୍ତ କେନାଲ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାଣି ଯୋଗାଣ କରିବା ନେଇ ବିନିକା ଜିଲ୍ଲାପରିଷଦ ଜୋନ ନଂ ୮ର   ସଭ୍ୟା ପ୍ରମିଳା କଲତାଙ୍କ ନେତୃତ୍ୱରେ ବିନିକା ନଗର ବିଜେପି ସାଂସଦ ପ୍ରତିନିଧି ପ୍ରଶାନ୍ତ ଚନ୍ଦ୍ର ଦଣ୍ଡସନା,ବିଜେପି ନେତା ସମ୍ବିତ ନେପାକ ପ୍ରମୁଖଙ୍କ ସମେତ କର୍ମୀମାନେ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026

You Might Also Like