-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜାତୀୟ କୃମି ନାଶକ ଦିବସ ପାଇଁ ତାଲିମ ଶିବିର

05-Aug-2022



ବରଗଡ:-ବରଗଡ଼ ଜିଲ୍ଲା ଅଧିନସ୍ଥ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥିତ ସଭାଗୃହ ଠାରେ ଜାତୀୟ କୃମି ନାଶକ ଦିବସ ଅବସରରେ ପର୍ଯ୍ୟାୟ କ୍ରମେ ମହିଳା ସ୍ବାସ୍ଥ୍ୟକର୍ମୀ, ସମ୍ମନିତ ଶିଶୁ ବିକାଶ ବିଭାଗୀୟ ସୁପରଭାଇଜର ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ଜାତୀୟ କୃମି ନାଶକ ଦିବସ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ସୁଶାନ୍ତ  ମେହେର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ସମୁଦାୟ ତିନୋଟି ପର୍ଯ୍ୟାୟରେ କାର୍ଯ୍ୟରତ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀମାନ ସୁଦାମ ଚରଣ ପାଣିଗ୍ରାହୀ କୃମି ନାଶକ ତାତ୍ପର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସହ ଆସନ୍ତା ଅଗଷ୍ଟ ୧୨ ତାରିଖ ଦିନ ଠାରୁ ୧ ରୁ ୧୯ ବର୍ଷ ପର୍ଯ୍ୟନ୍ତ ସମସ୍ତ ଶିଶୁ ତଥା ହିତାଧିକାରୀ ମାନଙ୍କୁ ଏକକାଳୀନ ଭାବରେ କୃମି ନାଶକ ଓୈାଷଧ (ଆଲବେଣ୍ଡାଜଲ)ଖୁଆଇ କୃମି ନାଶକ ଦିବସ ପାଳନ କରାଯିବ ଏବଂ ଅଗଷ୍ଟ ୧୯ ତାରିଖ ରେ ବଳକା ଅନୁପସ୍ଥିତ ହିତାଧିକାରୀ ମାନଙ୍କୁ କୃମି ନାଶକ ଓୈାଷଧ ଖୁଆଇ କାର୍ଯ୍ୟକ୍ରମ କୁ ସଫଳ ଋପାୟନ ରେ ପହଞ୍ଚାଇ ବାକୁ ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ଡାକ୍ତର ମେହେର କାର୍ଯ୍ୟକ୍ରମ ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ଉପରେ ବିଶଦ ଭାବେ ଆଲୋକପାତ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ସୁରେଶ କୁମାର ରାଉତରାୟ

ସମସ୍ତ କାର୍ଯ୍ୟ ସୁପରିଚାଳନା  ଏବଂ ସହଭାଗିତା ପାଇଁ ଆହ୍ୱାନ କରିଥିଲେ। ଏପରିପେକ୍ଷୀରେ ଏବିଇଓ ସୁଶାନ୍ତ ପାଣ୍ଡେ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସୁପରଭାଇଜର କୁନା ମେହେର,ଏବିଇଓ ପୂର୍ଣ୍ଣଚନ୍ଦ୍ର ପ୍ରଧାନ,ଏଟିଏସ ଦେବାଶିଷ ଦେବତା  ପ୍ରମୁଖ ଉପସ୍ଥିତ ଥିବାବେଳେ, ବିପିଏମ ଶ୍ରୀମାନ ସୁବାଷ ନନ୍ଦ କାର୍ଯ୍ୟକ୍ରମ ର ସୁପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like