-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ଭୁବନେଶ୍ବର - ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ

26-Nov-2020



ଭୁବନେଶ୍ଵର:, (ପ୍ରେରଣା ଖବର)- କରୋନା ମହାମାରୀ ସମୟରେ ରକ୍ତଭାବ ସଙ୍କଟ ଦୂର କରିବା ପାଇଁ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ଵାନ କ୍ରମେ ଆଜି ବିଜୁଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରରେ ୧୦୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।

ଆଜିର ଏହି କାର୍ଯ୍ୟକ୍ରମକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ରାଜେଶରାଜ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କରାଯାଇଥିଲା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ରକ୍ତଭାବ ଦୂର କରିବା ପାଇଁ ଆଗାମୀ ଦିନରେ ଲୋକଙ୍କ ଜୀବନ ରକ୍ଷା ପାଇଁ ରକ୍ତ ସଂଗ୍ରହ ଅଭିଯାନକୁ ଏକ ଆନ୍ଦୋଳନରେ ପରିଣତ କରିବା ସହ ସଶକ୍ତ ଓଡିଶା ଗଠନ ନିମନ୍ତେ ବିଜୁ ଛାତ୍ର ଜନତା ଦଳ ତରଫରୁ ସାମାଜିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ସ୍ୱାଇଁ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ ଅଶୋକ ପଣ୍ଡା, ସୁଶାନ୍ତ ସିଂ, ସମୀର ରଞନ ଦାସ, ରଘୁନନ୍ଦନ ଦାସ, ତୁଷାର କାନ୍ତି ବେହେରା, ମୋ ପରିବାର ଆବାହକ ଅରୁପ ପଟ୍ଟନାୟକ, ବିଧାୟକ ତଥା ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,  ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, , ଅନନ୍ତ ନାରାୟଣ ଜେନା, ଶୁଶାନ୍ତ ରାଉତ, ଦେବୀ ରଞନ ତ୍ରିପାଠୀ, ରମେଶ ବେହେରା, ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ଅମରେଶ ପତ୍ରି, ରୁଦ୍ର ସାମନ୍ତରାୟ, ତନ୍ମୟ ସ୍ଵାଇଁ, ଅମରଜିତ ସେନାପତି,ଦୁର୍ଗା ସାମନ୍ତରାୟ, ମନ୍ଦାକିନୀ କର, ପ୍ରକାଶ ଡାଙ୍ଗ, ଜ୍ୟୋତିରଞନ ଜେନା, ବୈକୁଣ୍ଠ ନାୟକ,  ନବକିଶୋର ବେହେରା, ବିରଞ୍ଚି ନାରାୟଣ ମହାସୁପକାର, ସ୍ମୃତି ଦାସ, ଇପ୍ସିତା ସାହୁ,କମଳ ଜ୍ୟୋତି,  ଅଜିତ ବେହେରା, ମନୋଜ ମହାନ୍ତି, ସ୍ଵାଗତିକା ମହାନ୍ତି, ଅପର୍ଣ୍ଣା ଦାସ, ଚିନ୍ମୟ ଦାସ, ତାରିଣୀ ପ୍ରସାଦ ନାୟକ, ଦୀପକ ବେହେରା, ରଶ୍ମୀରଞନ ଦାସ, ସୁବାସ ସାହୁ, ପୂର୍ଣ୍ଣେନ୍ଦ୍ର ପାଢୀ, ପ୍ରଦେଶ ସ୍ଵାଇଁ, ସତ୍ୟବ୍ରତ ନାୟକ, ତ୍ରିଲୋଚନ ବେହେରା, ଭୋଳାନାଥ ମହାରଣା ଏବଂ ବିଜୁ ଛାତ୍ର ଯୁବ ଜନତା ଦଳର ଅନ୍ୟାନ୍ୟ ଛାତ୍ର ଯୁବ ନେତାମାନେ ଯୋଗ ଦେଇଥିଲେ ।
ଏହି ଆୟୋଜିତ କାର୍ଯ୍ୟକ୍ରମକୁ ରାଜ୍ୟ ସାଧାରଣ ସମ୍ପାଦକ ଅରୂପ ଶ୍ରୀଚନ୍ଦନ, ରାଜ୍ୟ ସମ୍ପାଦକ ରଶ୍ମିରଞନ ପରିଡା, ରାଜ୍ୟ ସମ୍ପାଦିକା ସୁଚିସ୍ମିତା ବେହେରା, ସିମ୍‌ରନ୍‌ ସିଂ ରାଜପୁତ, ରାଜ୍ୟ ସାଙ୍ଗଠନିକ ସମ୍ପାଦିକା ବିଦିଶା ପ୍ରିୟଦର୍ଶିନୀ,  ରାଜ୍ୟ ସାଂଙ୍ଗଠନିକ ସମ୍ପାଦକ ଶୁଭମ ସ୍ୱାଇଁ, ଛାତ୍ରନେତା ମନୋରଞନ ସ୍ୱାଇଁ, ବିକାଶ ସାହୁ, ସାଇ ଶୁଭମ୍‌, ବସନ୍ତ ଦାସ, ସନ୍ତୋଷ ମାଝି, ରୁଦ୍ର ପଟ୍ଟନାୟକ, କାଶୀନାଥ ବେହେରା, ସୌମ୍ୟ ରଞନ ଦାସ, ସମ୍ବିତ ମହାନ୍ତି, ବିଶ୍ୱଜିତ ମହାନ୍ତି, କ୍ଷିତିଶ ସା, ଅରମାନ ପତି, ସୀତାକାନ୍ତ ମିଶ୍ର, ଆଶୁତୋଷ ମଙ୍ଗରାଜ, ଶାଶ୍ଵତୀ ମିଶ୍ର ପ୍ରମୁଖ ପରିଚାଳନା କରିଥିଲେ ।

 

 

 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like