-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||     

HOME   ଜିଲ୍ଲା

ସ୍ୱଚ୍ଛତା ମଣିଷର ଏକ ଅଙ୍ଗଭାବେ ପରିଣତ ହେବା ଆବଶ୍ୟକ:-ସୁବାଷ ଚନ୍ଦ୍ର ସାହୁ

06-Aug-2022



ବରଗଡ଼:-ବରଗଡ଼ ଜିଲ୍ଲା ଅନ୍ତର୍ଗତ ପାଇକମାଲ ବ୍ଳକ ର କୁଧରେନପାଲି ବିଦ୍ୟାଳୟ ରେ ନେହେରୁ ଯୁବା କେନ୍ଦ୍ର,ବରଗଡ଼ ତରଫରୁ ସ୍ବଚ୍ଛତା ପଖୱଡା କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ପ୍ରତିଯୋଗିତା ତାରିଖ ୬.୮.୨୨ଦିନ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପରିଚାଳନା କମିଟି ର ଅଧ୍ୟକ୍ଷ ବୃଷଭ ସାହୁ, ନେହେରୁ ଯୁବା କେନ୍ଦ୍ର ସଦସ୍ୟ ବିଜୟ ହୋତା, ଶିକ୍ଷକ ରୋଷନ ବନିଆ, ପଦ୍ମିନୀ ଗଡତିଆ ତଥା ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ।  ଏହି କାର୍ଯ୍ୟକ୍ରମରେ ସ୍ବଚ୍ଚ ପରିବେଶ ପାଇଁ ଛାତ୍ର ଛାତ୍ରୀ ମାନଙ୍କ କର୍ତ୍ତବ୍ୟ କ'ଣ ହୋଇପାରେ  ଆଲୋଚନା ହୋଇ ଥିଲା  ଏବଂ ଏହି ସ୍ବଚ୍ଛତା ପଖୱଡା ର ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଶିକ୍ଷକ ରୋସନ ବନିଆ ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026

You Might Also Like