-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||     

HOME   ଜିଲ୍ଲା

ବିଜେପୁର ମହାବିଦ୍ୟାଳୟ ଠାରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

06-Aug-2022



ବରଗଡ(ନିରଞ୍ଜନ ତ୍ରିପାଠୀ) : ଆଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଆନୁକୁଲ୍ୟରେ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର ଙ୍କ ତତ୍ତ୍ଵାବଧାନରେ ବିଜେପୁର ମହାବିଦ୍ୟାଳୟ ଠାରେ ଏକ ସ୍ୱାସ୍ଥ୍ୟ ସଚେତନତା ତଥା ଚିକିତ୍ସା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏ ପରିପ୍ରେକ୍ଷୀରେ ଛାତ୍ରୀବାସ ରେ ରହି ପାଠ ପଢୁଥିବା ୫୫ ଜଣ ଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସମେତ ଚିକିତ୍ସା ସହ ମାଗଣାରେ ଉଚିତ ଓୈାଷଧ ବଣ୍ଟନ ଓ ରକ୍ତ ନମୂନା ପରୀକ୍ଷା  କରାଯାଇଥିଲା। ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀମାନ ସୁଦାମ ଚରଣ ପାଣିଗ୍ରାହୀ ବ୍ୟକ୍ତିଗତ ପରିଷ୍କାର ପରିଚ୍ଛନ୍ନତା,

ମାସିକ ଋତୁସ୍ରାବ ଜନିତ ପରିଚ୍ଛନ୍ନତା,ସୁଷମ ଖାଦ୍ୟ ସେବନ, ଚର୍ମରୋଗ ଭଳି ସଂକ୍ରାମକ ରୋଗ,କିଶୋର ଅବସ୍ଥାରେ କୃମି ନାଶକ ଓୈାଷଧ ର ଭୂମିକା,କୋଭିଡ ରୋଗ ପ୍ରତିକାର ବିଷୟରେ ଛାତ୍ରୀ ମାନଙ୍କୁ ସଚେତନତା ର ବାର୍ତ୍ତା ପ୍ରଦାନ କରିଥିଲେ। ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀମାନ ପ୍ରଦୀପ କୁମାର ମିଶ୍ର ଛାତ୍ର ଛାତ୍ରୀ ମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ସୁସ୍ଥ ସମାଜ ଗଠନ ପାଇଁ ସେମାନଙ୍କ ଭୂମିକା ଉପରେ ଆଲୋଚନା କରିଥିଲେ।

ସ୍ୱାସ୍ଥ୍ୟଧିକାରୀ ଡାକ୍ତର ମେହେର ଛାତ୍ର ଛାତ୍ରୀ ମାନଙ୍କର ଚିକିତ୍ସା ସହ ରୋଗର ପ୍ରତିକାର ସମ୍ଵନ୍ଧରେ ଉଦବୋଧନ ଦେଇଥିଲେ ।ଏ ଅବସରରେ ସି.ଏଚ.ସି ରେ କାର୍ଯ୍ୟରତ ଏସ.ଟି.ଏସ ଦେବାଶିଷ ଦେବତା, ଫାର୍ମାସିଷ୍ଟ ବିଜୀତା ମିଶ୍ର, ଲାବୋରୋଟେରୀ ଟେକନିସିଆନ ପ୍ରଦୀପ ରାଉତ,ପ୍ରୀୟବତୀ ନାୟକ ତଥା ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମରେ ସମସ୍ତ ପ୍ରକାରର ସୁପରିଚାଳନା ସହ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026

You Might Also Like