-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା ସେବା ପ୍ରଦାନକାରୀ ମାନଙ୍କ କର୍ମଶାଳା

06-Aug-2022



ବରଗଡ଼-ଜିଲାସ୍ତରୀୟ ଶିଶୁ ସେବା ପ୍ରଦାନକାରୀ ମାନଙ୍କ ନିମନ୍ତେ ଏକ ଦିବସୀୟ କର୍ମଶାଳା ଜିଲ୍ଲା କୃଷି କାର୍ଯ୍ୟାଳୟ ସଭାଗୃହ, ବରଗଡ଼ ଠାରେ ଆଜି ଅନୁଷ୍ଠିତ ହୋଇ ଯାଇଛି । ରାଜ୍ୟସ୍ତରୀୟ ଅନୁଷ୍ଠାନ ପିକକ୍ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ 

ଆ ଜ୍‌ କା  ବରଗଡ଼ର ମିଳିତ ସହଯୋଗରେ ଏହି କର୍ମଶାଳାଟି ଆୟୋଜନ କରାଯାଇଥିଲା । ଏହି କର୍ମଶାଳାରେ ଜିଲ୍ଲା  ଶିଶୁ କଲ୍ୟାଣ ସମିତି, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଚାଇଲ୍ଡ ଲାଇନ୍, ଶିଶୁ ପ୍ରଯତ୍ନ କେନ୍ଦ୍ର, ମାନସିକ ସ୍ଵାସ୍ଥ୍ୟ ବିଭାଗ, ଜିଲ୍ଲା ସଂଯୋଜନ ଏଡ଼େଡ୍‌ ଆକ୍ସନ୍, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ, ପାଇକମାଲ, ସମନ୍ଵିତ ଶିଶୁ ବିକାଶ ଯୋଜନା ର ଅଙ୍ଗନବାଡି କର୍ମୀ, ପଞ୍ଚାୟତି ରାଜ  ବିଭାଗ ରୁ ସରପଞ୍ଚ, ୱାର୍ଡ ସଭ୍ୟ,  ସ୍ବେଛାସେବୀ ଅନୁଷ୍ଠାନର ପ୍ରତିନିଧି ମାନେ( ସର୍ବମୋଟ ୩୭ ଜଣ) ଯୋଗ ଦେଇଥିଲେ । ଆଜ୍‌କା ଅନୁଷ୍ଠାନର  କାର୍ଯ୍ୟକ୍ରମ ସଂଯୋଜକ ନିତ୍ୟାନନ୍ଦ ଜେନା ସ୍ଵାଗତ ଭାଷଣ ଦେଇଥିବାବେଳେ,ଶିଶୁ କଲ୍ୟାଣ ସମିତି ର ବୀରେନ୍ଦ୍ର ମେହେର ଶିଶୁମାନଙ୍କ ଉପରେ ପ୍ରାରମ୍ଭିକ ବିଷୟ ଭିତ୍ତିକ  ଆଲୋଚନା କରିଥିଲେ।
 ପି କ କ୍  ଅନୁଷ୍ଠାନ ଭୁବନେଶ୍ଵର ର ସୁଶ୍ରୀ ଶୀତଲ୍ ପଟ୍ଟନାୟକ  ତାଲିମ୍ ପ୍ରଦାନ କରିଥିଲେ । ତାଲିମ  ମଧ୍ୟରେ ମାନସିକ ସ୍ୱାସ୍ଥ୍ୟ ଏବଂ ମନୋସାମାଜିକ ସହାୟତା ଓ ଶିଶୁ ସୁରକ୍ଷା ସମ୍ପର୍କିତ  ବିଷୟବସ୍ତୁ ଗୁଡ଼ିକ ପରିସରଭୁକ୍ତ ଥିଲା । ବିଶେଷତଃ ତାଲିମ୍ ଗୁଡ଼ିକ ସହଭାଗିତା ଆଧାରରେ କରାଯାଉଥିବାରୁ ଏହା ବିଶେଷ ଗ୍ରହଣୀୟ ହୋଇ ପାରିଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ସଂପାଦିକ ବିନୋଦିନୀ ମହାପାତ୍ର ଉପସ୍ଥିତ ଥିବାବେଳେ, ଶିଶୁ ପାଳ ବିଶ୍ଵାଳ, ପ୍ରକାଶ ମହାପାତ୍ର ସହଯୋଗ କରିଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜକ ନିତ୍ୟାନନ୍ଦ ଜେନା ସମସ୍ତଙ୍କ ସହଯୋଗ ଓ ଉପସ୍ଥିତି ପାଇଁ କର୍ମଶାଳା ଟିକୁ ସଫଳ କରାଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ କର୍ମଶାଳାର ପରିସମାପ୍ତି ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like