-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଗ୍ରାଣ୍ଡ ଇନ ଏଡ଼ ଦାବୀ ରେ ଅଧ୍ୟାପକ ଓ କର୍ମଚାରୀ ଙ୍କ ଧର୍ମଘଟ* -- *ସରକାର ଙ୍କ କଲେଜ ଶିକ୍ଷକ ମାରଣ ନୀତି ବିରୋଧ ରେ ଆଜି ରାଜ୍ୟ ବ୍ୟାପି ଆନ୍ଦୋଳନ ତେଜିଲା

06-Aug-2022



ସୁବର୍ଣ୍ଣପୁର - ରାଜ୍ୟ ଅଣ ଅନୁଦାନ ପ୍ରାପ୍ତ ବେସରକାରୀ ଆଧ୍ୟାପକ ଓ କର୍ମଚାରୀ ସଂଘ ର ସଭାପତି ବିଶ୍ୱ ରଞ୍ଜନ ଦାସ ଙ୍କ ଆହ୍ୱାନ କ୍ରମେ ଆଜି ସୋନପୁର ମହାବିଦ୍ୟାଳୟ ର ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମାନେ କଲେଜ ଶମ୍ବୁଖରେ ପ୍ରତୀକାତ୍ମକ ଧର୍ମଘଟ କରିଛନ୍ତି l ରାଜ୍ୟ ରେ 2008 ମସିହା ପରବର୍ତ୍ତୀ ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀ ମାନଙ୍କୁ ସରକାରୀ ମାନ୍ୟତା ଦାବୀ ନେଇ ରାଜଧାନୀ ଭୁବନେଶ୍ୱର ଠାରେ ଆଜକୁ 113 ଦିନ ଧରି ଦିବାରାତ୍ର ଧାରଣା ଅବ୍ୟାହତ ରହିଥିବା ସୂଚନା ମିଳିଛି l ଏହା ସତ୍ୱେ ବି ସରକାର ଙ୍କ ପକ୍ଷରୁ ନିରବତା ଓ ଶିକ୍ଷକ କର୍ମଚାରୀ ମାରଣ ନୀତି କୁ ବିରୋଧ କରି ଆନ୍ଦୋଳନ କୁ ଆହୁରି ବ୍ୟାପକ କରିବା ପାଇଁ ସଜବାଜ ଆରମ୍ଭ ହୋଇଥିବା ଓ ଆଜି ସାରା ରାଜ୍ୟରେ ମହାବିଦ୍ୟାଳୟ ସ୍ତର ରେ ଏହି ଧର୍ମଘଟ ହେଉଥିବା ଖବର ଏନ ସି ସି ଲେଫ୍ଟନେଣ୍ଟ ଆଶିଷ ଆଗ୍ରୱାଲା ଙ୍କ ଠାରୁ ପ୍ରକାଶ l ଗ୍ରାଣ୍ଡ ଇନ ଏଡ଼  (GIA ) ଦାବିରେ ମହାବିଦ୍ୟାଳୟ ର ଅଣ ଅନୁଦାନ ପ୍ରାପ୍ତ ଅଧ୍ୟାପକ ଓ କର୍ମଚାରୀ ଦାମୋଦର ବାରିକ, ଆଶିଷ କୁମାର ଅଗ୍ରୱାଲl, ବିଥିକା ଦେହୁରୀ, ଚନ୍ଦ୍ରକାନ୍ତି ବିଶ୍ୱାଳ, ନିରୋଜl ଗୁରୁ, ଜ୍ୟୋତିର୍ମୟୀ ଭୋଇ, ବାଙ୍କା ବିହାରୀ ପଣ୍ଡା, ଫକୀର ଜଗଦଲା, ସୁନୀଲ ପଧାନ, ଦିଲ୍ଲୀପ ଦେହୁରୀ, ବାସୁଦେବ ଷlଣ୍ଢ, ରୀନା ତ୍ରିପାଠୀ, ରବୀନ୍ଦ୍ର ବେଜ, ଗଜପତି ସିନ୍ଧି ରିଆ, ପ୍ରମୁଖ ଏହି ଧର୍ମଘଟରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like