-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଡେଙ୍ଗୁ ଓ ମେଲେରିଆ ଦୁରୀକରଣ କୁ ନେଇ ଅଭିଯାନ

06-Aug-2022



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲାରେ ଡେଙ୍ଗୁ ଓ ମେଲେରିଆର ପ୍ରବଣତାକୁ ଲକ୍ଷ କରି ଜିଲ୍ଲା ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ (ଓଡିଶା ସରକାର)ଙ୍କ ତରଫରୁ ଆଜି ଜିଲ୍ଲା ସହର ମଧ୍ୟରେ ଅବସ୍ଥାପିତ ସ୍ବେଛାସେବୀ ଅନୁଷ୍ଠାନ ମାନଙ୍କୁ ନେଇ ଏକ ବୈଠକ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନ୍ ଏଚ୍ ଏମ୍ ) ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇ ଯାଇଛି l

ଉକ୍ତ ବୈଠକରେ ଡେଙ୍ଗୁ ଓ ମେଲେରିଆ ମଶାର ପ୍ରକାରଵିଧି, ତାର ପାର୍ଦୁଭାବ, ବ୍ୟାପକତା ଓ ଏହାର ନିରାକରଣ ସମ୍ବନ୍ଧରେ ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଚିକିତ୍ସାଧିକାରୀ ଡା. କୁବେର ଚନ୍ଦ୍ର ମହନ୍ତ, ସବିଶେଷ ଧାରଣା ଦେଇଥିବାବେଳେ, ଜିଲ୍ଲା ଜାତୀୟ ଜନ ସ୍ୱାସ୍ଥ୍ୟ ବିଭାଗ (ଡି ପି ଏଚ୍ ଓ) ଡା. ଦିବ୍ୟ କିଶୋର ପତି ଏହାର ଭିନ୍ନ ଦିଗ ଓ ସଚେତନତାମୂଳକ ପଦକ୍ଷେପ ଗ୍ରହଣ ପାଇଁ ସଭିଙ୍କ ମିଳିତ ସହଯୋଗ ଲୋଡ଼ିଥିଲେ l ଜିଲ୍ଲା ଜାତୀୟ ମିଶନ ମେନେଜର (ଡି ପି ଏମ୍ )  ମୃତୁଞ୍ଜୟ ମୁଣ୍ଡ ଏହି ଚଳିତ ବର୍ଷର ଡେଙ୍ଗୁ ଓ ମେଲେରିଆର ସାମ୍ପ୍ରତିକ ସ୍ଥିତି ଯାହା ପାଞ୍ଚ ଗୋଟି ଡେଙ୍ଗୁରୋଗ ପ୍ରଭାବିତ ରୋଗୀ ସେମାନଙ୍କୁ ବଲାଙ୍ଗିର ଜିଲ୍ଲାରେ ବିହିତ ସ୍ୱାସ୍ଥ୍ୟ ସେବା ଦେଇ ଆରୋଗ୍ୟ ଥିବା ବର୍ଣ୍ଣନା କରିଥିବାବେଳେ ଜିଲ୍ଲାରେ ମେଲେରିଆ ରେ ଆକ୍ରାନ୍ତ ସଂଖ୍ୟା କ୍ରମଶଃ କମିକମି ଏବେ ପ୍ରାୟତଃ ପଚାଶ ଶତକଡାକୁ ନିମ୍ନ ଗାମୀ ହୋଇ ସାରିଛି ବୋଲି ବର୍ଣନା କରିଥିଲେ ଓ ଏହାପାଇଁ ତଥାପି ସାମୁହିକ ପ୍ରଚେଷ୍ଟା, ପଦକ୍ଷପ ଓ ଜନସଚେତନତାର ଆବଶ୍ୟକ ଅଛି ବୋଲି ଜିଲ୍ଲା ସ୍ବେଛାସେବୀ ସଂଗଠନ ମାନେ ମତବ୍ୟକ୍ତ କରିଥିଲେ l ଏହାପାଇଁ ଗୋଟିଏ କ୍ରିୟାଶୀଳ ଯୋଜନା (ଏକ୍ସନ୍  ପ୍ଲlନ୍) ପାଇଁ ସତ୍ୟ ରଞ୍ଜନ ମିଶ୍ର ପ୍ରସ୍ତାବ ଦେଇଥିବା ବେଳେ, ଏହି ଅଭିଯାନ କୁ ସହରର ବିଭିନ୍ନ ପ୍ରାନ୍ତ ରେ ବିଭାଗୀକରଣ କରି ସଚେତନତା ମୂଳକ ଅଭିଯାନ ପାଇଁ ବିଭିନ୍ନ ପଥପ୍ରାନ୍ତ ନାଟକ, ସଚେତନତା ପତ୍ର ବଣ୍ଟନ ପାଇଁ ସଂଗଠନ ମାନଙ୍କୁ ଦାଇତ୍ୱ ଦିଆଯାଇଥିଲା l
ଉପରୋକ୍ତ ବୈଠକରେ ଜିଲ୍ଲାର ବିଭିନ୍ନ ବିଭାଗ ଯଥା l

ପୌରପାଳିକା, ଜିଲ୍ଲା ଶିଶୁମଙ୍ଗଳ, ଲୋକସମ୍ପର୍କ ଅଧିକାରୀ ଇତ୍ୟାଦିଙ୍କ ସହିତ ସହରାଞ୍ଚଳର ସର୍ବମୋଟ ଛବିଶ ଗୋଟି ସ୍ବେଛାସେବୀ ଅନୁଷ୍ଠାନ ଯଥା, ନେସନାଲ ପିସ ଊନୀସନ, ରାଜେନ୍ଦ୍ର ଯୁବକ ସଂଗଠନ, ନାରୀଶକ୍ତି ସଂଗଠନ, କର୍ତବ୍ୟ ଫାଉଣ୍ଡେସନ,ଜିଲ୍ଲା ଚାଇଲଡ ସ୍ମାଇଲ,ଜିଲ୍ଲା ଏକ୍ସନ କମିଟି ,ମାହେଶ୍ୱରୀ ସଂଗଠନ, ରୋଟାରି ଇଲାଇଟ (ବଲାଙ୍ଗିର ଶାଖା) ମାରୱାଡି ଯୁବମଞ୍ଚ, ସହିଦ ଭକତ ସିଂ କ୍ଲବ, ପେଲେସ ଲାଇନ ସାଂସ୍କୃତିକ ପରିଷଦ ଇତ୍ୟାଦି ଙ୍କ କର୍ମକର୍ତ୍ତା ଯୋଗଦାନ କରି ବୈଠକରେ ଯୋଗଦାନ କରି ଆସନ୍ତା ଅଭିଯାନ କୁ ସଫଳ କରାଇବାର ପ୍ରସ୍ତାବ ଦେଇଥିଲେ l
ବୈଠକ ଶେଷରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଜିଲ୍ଲା ମେନେଜର ରାମାନୁଜ ପଣ୍ଡା ସବିଶେଷ ବୈଠକ ର ସପଫଳତା ପାଇଁ ସଭିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like