-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ମହିଳା କର୍ମଚାରୀଙ୍କୁ ବଲାଙ୍ଗୀର ସିଏସଓଙ୍କ ଉତ୍ପିଡନ ଅଭିଯୋଗ ଲିଖିତ ଅଭିଯୋଗ ପାଇଲେ ତଦନ୍ତହେବ-ଜିଲ୍ଲାପାଳ

06-Aug-2022



ବଲାଙ୍ଗୀର(ପ୍ରେରଣା ଖବର) - ସରକାରୀ କାର୍ଯ୍ୟାଳୟରେ ମହିଳା କର୍ମଚାରୀଙ୍କୁ ଉତ୍ପିଡନ ଦେବା ଘଟଣା ନଜରକୁ ଆସିଛି । ବଲାଙ୍ଗୀର ପୌରପାଳିକା ଦାୟୀତ୍ବରେ ଯୋଗାଣବିଭାଗର ଏସିଏସଓ ତାଙ୍କ ବିଭାଗର ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀ ତାଙ୍କୁ ଦୁର୍ବ୍ୟବହାର ସହିତ ଉତ୍ପିଡନ ଦେଉଥିବା ଅଭିଯୋଗ

କରିଛନ୍ତି । ତେବେ ଏଭଳି ଏକ ଅଭିଯୋଗ ନଜରକୁ ଆସିଛି ଓ ଲିଖିତ ଭାବରେ ଅଭିଯୋଗ ଦେଲେ ଜିଲ୍ଲାସ୍ତରୀୟ କମିଟି ଏହାର ତଦନ୍ତ କରିବ ବୋଲି ବଲାଙ୍ଗୀର ଜିଲ୍ଲାପାଳ ଚନ୍ଚଳ ରାଣା କହିଛନ୍ତି । ସେପଟେ ଉତ୍ପିଡନ ଅଭିଯୋଗକୁ ଅସ୍ବୀକାର କରି ଇନ୍ସପେକ୍ଟର ଠିକରେ କାମ କରୁନଥିବାରୁ ଗାଳି କରିଥିବା ଚିଫ ସିଏସଓ ମିର ରାଜା ଅଲ୍ଲି କହିଛନ୍ତି । ଏହି ଘଟଣାକୁ ନେଇ ଜିଲ୍ଲାର ପ୍ରଶାସନିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି । ତେବେ ଚିଫ ସିଏସଓ ତାଙ୍କ ଅଧସ୍ତନ କର୍ମଚାରୀଙ୍କୁ ଗାଳି କରିଥିବା ଅଭିଯୋଗ ହୋଇଆସୁଛି । ଦିନେ କି  ଦୁଇ ଦିନ ନୁହଁ, କାର୍ଯ୍ୟଭାର ବଲାଙ୍ଗୀରରେ ନେବା ଦିନଠାରୁ ଅଧସ୍ଥନ ମହିଳା କର୍ମଚାରୀଙ୍କ ନିକଟକୁ ମନଇଚ୍ଛା ଫୋନ କଲ ଓ ମେସେଜ । କାର୍ଯ୍ୟାଳୟରେ ତ ଯାହାତାହା ପାଟିରେ ଆସିଲେ ଦୁର୍ବ୍ୟବହାର କରି ଯୌନ ନିର୍ଯ୍ୟାତନା ଦେଉଛନ୍ତି ଯୋଗାଣ ବିଭାଗର ବାବୁ । ବିଭିନ୍ନ ସମୟରେ ଯୌନ ନିର୍ଯ୍ୟାତନା ଦେଲା ଭଳି କଥା କହୁଛନ୍ତି ବୋଲି ଅଭିଯୋଗ ରହିଛି ।

ମିଳିଥିବା ସୂଚନା ଅନୁସାରେ, ଯୋଗାଣ ବିଭାଗର ବାବୁଙ୍କ ନିର୍ଯ୍ୟାତନା ଅସହ୍ୟ ହେବା ପରେ ଗତକାଲି କାର୍ଯ୍ୟାଳୟରେ ହୋହାଲ୍ଲା ହୋଇଥିଲା । ବଡପାଟିରେ ତୁତୁ ମେମେଁ ଯାଏଁ କଥା ଯାଇଥିଲା । ପରେ ଅଧସ୍ଥନ ମହିଳା କର୍ମଚାରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଅଭିଯୋଗ ଦାଖଲ କରିଥିଲେ । ଅଭିଯୋଗପତ୍ରରେ ସେ ଜଣାଇଛନ୍ତି, ଯୋଗାଣ ବିଭାଗର ବାବୁ

ଜଣକ କାର୍ଯ୍ୟରେ ଯୋଗଦେବା ଦିନଠାରୁ ମୋତେ ଦୁର୍ବବହାର କରୁଛନ୍ତି । ତାଙ୍କ କଥାରେ ମୋତେ ଯୌନ ନିର୍ଯ୍ୟାତନା ଦିଅନ୍ତି । ଅସହ୍ୟ ହେବା ପରେ ଲିଖିତ ଜଣାଇଛି । ଯଦି ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ନନେଲେ ସେ ଏଫଆଇଆର ଦେବେ ବୋଲି ଜଣାଇଛନ୍ତି । ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ସେ ଷ୍ଟେନୋଙ୍କ ଚାମ୍ବରରେ ବସି କାନ୍ଦି କାନ୍ଦି ଲିଖିତ ଆକାରରେ ଜଣାଇଥିଲେ ବୋଲି ଏକ ବିଶେଷ ସୁତୃୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like