-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଚଡ଼କ ମରା ରେ ଦୁଇ ମୃତ,ପାଞ୍ଚ ଜଣ ଗୁରୁତର,ଗୁରୁତର ୫ ଜଣଙ୍କୁ ବରଗଡ଼ ସରକାରୀ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ

06-Aug-2022



ବରଗଡ:-ଆଜି ଅପରାହ୍ନରେ ବରପାଲି ବ୍ଲକ ଅନ୍ତର୍ଗତ ବରିକେଲ ଗ୍ରାମ ର ନୂଆଟିକ୍ରାଠାରେ ବଜ୍ରାଘାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଅବସ୍ଥାରେ ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ଦିନ ସାଢେ଼ ତିନି ଟାରେ ହଠାତ୍ ଘଡଘଡି ସହ ବର୍ଷା ହୋଇଥିଲା। ଫଳରେ ସେଠାରେ ବିଲରେ ରୁଆବେଉଷଣ  କରୁଥିବା ସମୟରେ ହଠାତ ବଜ୍ରାଘାତ ଘଟିଥିଲା । ସାତ ଜଣ ନିକଟ ରାସ୍ତା କଡ଼ରେ ଥିବା ଏକ କୁଡ଼ିଆ ଦୋକାନ ଛାତ ତଳେ ଆଶ୍ରୟ ନେଇଥିଲେ। ସେତେବେଳେ ହଠାତ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ସମସ୍ତେ ଗୁରୁତର ହୋଇପଡିଥିଲେ। ତୁରନ୍ତ କାଳବିଳମ୍ବ ନକରି ଗ୍ରାମବାସୀ ମାନେ ପ୍ରଥମେ ବରପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ତେବେ ସେଠାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଙ୍କୁ ଗୁରୁତର ଅବସ୍ଥାରେ ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।ଏ ଖବର ପାଇ ସଙ୍ଗେ ସଙ୍ଗେ ଓଡ଼ିଶା ର ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ମାନ୍ୟବର ଶ୍ରୀମତୀ ରୀତା ସାହୁ ଡାକ୍ତରଖାନା କୁ ଆସି ସମସ୍ତ ଗୁରୁତର ଙ୍କୁ ଭେଟିବା ସାଙ୍ଗକୁ ଡାକ୍ତର ଙ୍କୁ ସମସ୍ତ ପ୍ରକାର ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ। ଉପସ୍ଥିତ ସରକାରୀ କର୍ମଚାରୀ ମାନଙ୍କୁ ମଧ୍ୟ ଏଇ ପରିବାର କୁ ସରକାର ଙ୍କ ପ୍ରଚଳିତ ସମସ୍ତ ପ୍ରକାର ସୁବିଧା ସାହାଯ୍ୟ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like