-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଶୋଭନୀୟ ଶିକ୍ଷାଶ୍ରମର ୨୨ତମ ପ୍ରତିଷ୍ଠା ଦିବସ ପାଳିତ

06-Aug-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗିର ଶୋଭନୀୟ ଶିକ୍ଷାଶ୍ରମର ୨୨ତମ ପ୍ରତିଷ୍ଠା ଦିବସ ବଲାଙ୍ଗିର ସ୍ଥିତ ପ୍ୟାଲେସ ଲାଇନ୍ ଶୋଭନୀୟ କ୍ୟାମ୍ପସରେ ମହା ଆଡମ୍ବରରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗ ଦେଇ ପିଲାମାନଙ୍କୁ ସତ୍ ମାର୍ଗରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଥିଲେ ,ସମ୍ମାନିତ ଅତିଥି ଲୋକ ସଂପର୍କ ଓ ସୂଚନା ଅଧିକାରୀ ଶ୍ରୀଯୁକ୍ତ ଜୟଦେବ ପାଣିଗ୍ରାହୀ ନିଜର ଦକ୍ଷତା ଅନୁସାରେ ଲକ୍ଷ୍ୟ ଚୟନ କରି କଠିନ ପରିଶ୍ରମ କରିବା ପାଇଁ ଉପଦେଶ ଦେଇଥିଲେ ଏବଂ ମୁଖ୍ୟବକ୍ତା  ଶିକ୍ଷୟିତ୍ରୀ ତଥା ସମାଜସେବୀ ଶ୍ରୀମତୀ ସବିତା ମହରା ଶୋଭନୀୟ ଶିକ୍ଷାଶ୍ରମର ପ୍ରାଣ ପ୍ରତିଷ୍ଠାତା ପୂଜ୍ୟଶ୍ରୀ କୁମାର ଭାଇଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ କହିଥିଲେ । ଶିକ୍ଷାଶ୍ରମ ଗୁରୁଜୀ ଅନିଲ କୁମାର ସାହୁ  ଅତିଥିଙ୍କ ପରିଚୟ ପ୍ରଦାନ

କରିଥିବା ବେଳେ, ଗୁରୁମା ଲକ୍ଷ୍ମୀ ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ  । କବିତା ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷାଶ୍ରମର ଅଧ୍ୟକ୍ଷ ଆଦିତ୍ୟ ପ୍ରସାଦ ଦାସଙ୍କ ସଭାପତିତ୍ୱରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଶିକ୍ଷାଶ୍ରମର କୁନିକୁନି ପିଲାମାନଙ୍କ ଦ୍ୱାରା ସୁନ୍ଦର ନୃତ୍ୟ,ଗୀତକୁ  ଅଭିଭାବକ ଓ ଅଭିଭାବିକାମାନଙ୍କ ସହିତ ବହୁ ମାତ୍ରାରେ ଦର୍ଶକମାନେ ଉପଭୋଗ କରିଥିଲେ । ଶିକ୍ଷାଶ୍ରମର ଗୁରୁଜୀ ସୁନିଲ ସାହାଣି ,ଆନନ୍ଦ ଦେବତା ,ଦିପକ ପଟେଲ ଗୁରୁମା ମଥାମଣି ପଟ୍ଟନାୟକ ,ତନୁଜା କର୍ମୀ ,କମଳିନୀ ପୁରୋହିତ ତଥା ଦ୍ରୋପଦୀ ନନ୍ଦ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like