-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର ସାଧାରଣ ବୈଠକ କ୍ରାନ୍ତି ଜାଗୃତି ସମାରୋହରେ ଯୋଗଦାନ

07-Aug-2022



ବଲାଙ୍ଗୀର, ସ୍ଥାନୀୟ ଆଇନ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ନାଗରିକ କମିଟିର ଏକ ସାଧାରଣ ପରିଷଦ ବୈଠକ ସଭାପତି ବେଲାରସିଂ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗୀର ଜିଲ୍ଲାରେ ଥିବା ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ବୀରତ୍ୱ କାହାଣୀର ଇତିହାସକୁ ଉନ୍ମୋଚନ କରିବା ପାଇଁ ଆଗାମୀ ଅଗଷ୍ଟ ୧ଠରୁ ୫ଠ ଦିନ ବ୍ୟାପୀ ଆରମ୍ଭ ହେଉଥିବା ବଲାଙ୍ଗୀର କ୍ରାନ୍ତି ଜାଗୃତି ସମାରୋହ ପାଳନରେ ନାଗରିକ କମିଟି ସକ୍ରିୟ ଅଂଶଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି । ସେହିପରି ବାରମ୍ବାର ବିଜୁଳି ବିଭ୍ରାଟ ଓ ଟାଟା ପାୱାର ର ମନମୁଖୀ କାର୍ଯ୍ୟ ପାଇଁ କମିଟି ଘୋର ଉଦ୍‌ବେଗ ପ୍ରକାଶ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରେ ସାକ୍ଷାତ କରିବା, ଅଗଷ୍ଟ ୯ ତାରିଖରେ ଜାତୀୟସ୍ତରରେ ପାଳନ କରାଯାଉଥିବା କ୍ରାନ୍ତି ଦିବସ ଉପଲକ୍ଷେ ଘରକୁ ଘର ତ୍ରିରଙ୍ଗା ପତାକା ଅଭିଯାନ ରେ ସାମିଲ ହୋଇ ବିଭିନ୍ନ ପଡାରେ ପତାକା ବଂଟନର ଶୁଭାରମ୍ଭ କରିବା ଇତ୍ୟାଦି ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ସଭା ପ୍ରାରମ୍ଭରେ ସାଧାରଣ ସଂପାଦକ ମନୋରଂଜନ ସାହୁ ପୂର୍ବ ବିବରଣୀ ପାଠ କରି ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ସଭାରେ ବିଭିନ୍ନ ପ୍ରସ୍ତାବ ଆଗତ ସହ ଆଲୋଚନାରେ ଅନ୍ୟାନ୍ୟ ମାନଙ୍କ ମଧ୍ୟରୁ  ଉପଦେଷ୍ଟା ଡ. ଲକ୍ଷ୍ମୀକାନ୍ତ ମହାପାତ୍ର, ଉପସଭାପତି ନିତ୍ୟାନନ୍ଦ ମିଶ୍ର, ସହସଂପାଦକ ଡ. ଚକ୍ରପାଣି ଦାଶ, ଗଜେନ୍ଦ୍ର ଭ୍ରମର, ଜୟରାମ ମିଶ୍ର, ଅଶୋକ ମିଶ୍ର, ଗୋପଭୂଷଣ ନାଥ, ମନୋରଂଜନ ପୁରୋହିତ, ଗୋପବନ୍ଧୁ ପୁରୋହିତ, କିଶୋର କୁମାର ମିଶ୍ର, ସଲିମ ଖାନ, ରାଧାକାନ୍ତ ମହାପାତ୍ର, ଅତ୍ତ୍‌ର୍ତ୍ରାଣ ମିଶ୍ର, ଦୂର୍ଗାପ୍ରସନ୍ନ ଛୁରିଆ, ବିଶ୍ୱନାଥ ତ୍ରିପାଠୀ ଓ ନବୀନ କୁମାର ନାୟକ ପ୍ରମୁଖ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like