-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସ୍ତନ୍ୟପାନର ଗୁରୁତ୍ୱ ବିଷୟରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ବିକାଶ ନର୍ସିଂ କଲେଜର ପ୍ରୟାସ

07-Aug-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ): ବିକାଶ ନର୍ସିଂ କଲେଜ ଓ ବିକାଶ ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ୍‌ର ମିଳିତ ଆନୁକୁଲ୍ୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉତ୍ସବ ଆୟୋଜନ କରି ସ୍ତନ୍ୟପାନ ଶିଶୁଙ୍କ ମୃତ୍ୟୁ ଏବଂ ରୋଗ ହାରକୁ ହ୍ରାସ କରିବାରେ କିପରି ସହାୟକ ହୋଇପାରିବ, ସେ ବିଷୟରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋକପାତ କରାଯାଇଥିଲା । ବିକାଶ ନର୍ସିଂ କଲେଜ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସଚେତନତା ରାଲି ଏବଂ ପୋଷ୍ଟର୍ ପ୍ରତିଯୋଗିତା, ପେନ୍‌ସିଲ୍ ସ୍କେଚିଂ ଓ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । 
ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ୬ ଅଗଷ୍ଟରେ ବିକାଶ ନର୍ସିଂ କଲେଜ ଛାତ୍ରଛାତ୍ରୀମାନେ ସ୍ତନ୍ୟପାନର ଗୁରୁତ୍ୱ ଉପରେ “ସ୍ତନ୍ୟପାନ ସପ୍ତାହ ୨୦୨୨ - ଏଜୁକେଟ୍ ଏଣ୍ଡ୍ ସପୋର୍ଟ୍‌” ଶୀର୍ଷକ ନାଟକ ଓ ପାଲା ପରିବେଷଣ କରିଥିଲେ । ବିକାଶ ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ୍‌ର ଶିଶୁ ଓ ନବଜାତ ଶିଶୁରୋଗ ବିଭାଗର ବରିଷ୍ଠ ପରାମର୍ଶଦାତା ଡା.ଆଶିଷ ଶତପଥୀ ସ୍ତନ୍ୟପାନର ଗୁରୁତ୍ୱ ତଥା ବିଭିନ୍ନ ଦିଗ ଉପରେ ନିଜର ମତ ରଖିଥିଲେ ଏବଂ ପ୍ରସବକାଳୀନ ମା’ ଓ ୬ମାସରୁ କମ ବୟସର ଶିଶୁମାନଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ସକାଳ ୧୦ଟାରେ ଆରମ୍ଭ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଦୀପ ପ୍ରଜ୍ଜ୍ୱଳନ ପରେ ପରେ ପ୍ରାର୍ଥନା କରାଯାଇଥିଲା ଏବଂ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନାଟକ ଓ ପାଲା ପରିବେଷଣ କରାଯାଇଥିଲା । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ତାଙ୍କ ଅଭିଭାଷଣରେ ବରଗଡ଼ ଜିଲ୍ଲାର ସମସ୍ତ ଗ୍ରାମରେ ଏହି ପ୍ରକାରର ସଚେତନତା କାର୍ଯ୍ୟକ୍ରମ ଅଧିକ ରୁ ଅଧିକ କରାଯିବା ଉଚିତ୍ ବୋଲି କହିଥିଲେ । ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ, ବିକାଶ ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ୍‌ର ମେଡିକାଲ୍ ସୁପରିଣ୍ଟେଟେଣ୍ଟ୍ ଡା.ଡି.ବି. ପାଟିଲ୍‌, ସମସ୍ତ ଡାକ୍ତର, ସିନିୟର୍ ଜେନେରାଲ୍ ମ୍ୟାନେଜର୍‌, ଏଚ୍‌.ଆର୍‌. ମୁଖ୍ୟ, ନର୍ସିଂ ସୁପରିଣ୍ଟେଟେଣ୍ଟ୍‌, ମ୍ୟାନେଜର୍‌, ବିଭାଗୀୟ ମୁଖ୍ୟ, ବିକାଶ ନର୍ସିଂ କଲେଜର ଅଧ୍ୟକ୍ଷା ପ୍ରଫେସର୍ ୱାଇ.ଡି. ଷ୍ଟେଲା, ଉପାଧ୍ୟକ୍ଷା ଶ୍ରୀମତୀ ଦୀପାଞ୍ଜଳୀ ପଟେଲ ଏବଂ ବିକାଶ ୟୁଜି କ୍ୟାମ୍ପସ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ଅଧ୍ୟାପକ-ଅଧ୍ୟାପିକା, ଛାତ୍ରଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like