-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସରପଞ୍ଚ ଅର୍ପିତା ଙ୍କ ଏକ ନିଆରା ପ୍ରୟାସ

07-Aug-2022



ବରଗଡ଼(ନିରଞ୍ଜନ ତ୍ରିପାଠୀ): ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାବହାଲ ଗ୍ରାମପଞ୍ଚାୟତ ର ସରପଞ୍ଚଙ୍କ ଏକ ନିଆରା ପ୍ରୟାସ । ସଦାବେଳେ ସମାଜ ସେବା କରି ଚର୍ଚ୍ଚାରେ ରହି ଆସୁଥିବା ସରପଞ୍ଚ ଅର୍ପିତା ପଣ୍ଡା ସରପଞ୍ଚ ହେଲା ପରଠୁ ଆଉ ଚୁପ୍ ହୋଇ ବସିନାହାନ୍ତି । ସବୁଦିନ କିଛି ନା କିଛି କରିବାର ଉଦ୍ୟମ କରିଥାନ୍ତି । ହଟାତ ଗତକାଲି ସକାଳୁ ନିଜର

ସହଯୋଗୀ ୱାର୍ଡ ସଭ୍ୟା ରିତା ମଲ୍ଲିକ ଏବଂ ୱାର୍ଡ ସଭ୍ୟ ମୀନକେତନ ଭଏଁସାଲଙ୍କୁ ସାଥିରେ ନେଇ କୁଲିଆରି ଗ୍ରାମ ର ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚିଥିଲେ । ପ୍ରଥେମେ ସ୍କୁଲ ରେ  ଭଙ୍ଗା ଦଦରା ଅବସ୍ଥାରେ ପଡ଼ି ରହିଥିବା କୋଠରୀ ମାନଙ୍କୁ ଦେଖିସାରିବା ପରେ ଶିକ୍ଷକ ମାନଙ୍କ ସହିତ କିଛି ସମୟ ସ୍କୁଲ ର ବିଭିନ୍ନ ସମସ୍ୟା ବିଷୟ ରେ ଆଲୋଚନା କରି, ମଧ୍ୟାର୍ଣ୍ଣ ଭୋଜନ କି ଭଳି ଭାବରେ ଚାଲିଛି ତାହା ତଦାରଖ କରିଥିଲେ । ଶିକ୍ଷକ ମାନଙ୍କ ସହିତ ବିଦ୍ୟାଳୟ  ଭିତ୍ତିଭୂମି ବିଷୟ ରେ ଆଲୋଚନା କଲାପରେ ଜାଣିବାକୁ ପାଇଥିଲେ ଯେ ଏଠାରେ ପ୍ରଥମ ରୁ ଅଷ୍ଟମ ଯାଏ ୯୧ ଜଣ ଛାତ୍ର ଛାତ୍ରୀ ପାଠ ପଢୁଥିବା ବେଳେ ୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ଅଛନ୍ତି । ଗୋଟାଏ ଶ୍ରେଣୀ କୋଠରୀ ରେ ଏକାଧିକ ଶ୍ରେଣୀ ର ଛାତ୍ର ଛାତ୍ରୀ ମାନେ ପାଠ ପଢୁଛନ୍ତି । ଯାହାଫଳରେ ପାଠ ପଢାରେ

ଅନେକ ବାଧା ସୃଷ୍ଟି ହେଉଛି । ଗୋଟାଏ ମାତ୍ର  ଶୌଚାଳୟ ଥିବାରୁ ଉଭୟ ଛାତ୍ର ଛାତ୍ରୀ ବ୍ୟବହାର କରିବା ସମ୍ଭବ ହେଉନାହିଁ। ସ୍କୁଲ ରେ ଆଉ ୨ ଟି ଶ୍ରେଣୀ କୋଠରୀ ଏବଂ ଗୋଟାଏ ଶୌଚାଳୟ ନିହାତି ଆବଶ୍ୟକତା ରହିଛି । ସେହି ପରି ଦୀର୍ଘ ଦିନ ରୁ ତିଆରି ହୋଇଥିବା ପୁରୁଣା  ରୋଷେଇ ଘରେ ପର୍ଯ୍ୟାପ୍ତ ଜାଗା ର ଅଭାବ ଯୋଗୁଁ ରୋଷେଇ କାର୍ଯ୍ୟ ରେ ବାଧା ହେଉଥିବା ର ଅଭିଯୋଗ କରିଥିଲେ ସ୍କୁଲ ରେ କାର୍ଯ୍ୟରତ ପାଚିକା ସହାୟିକା । ସ୍କୁଲ ରେ ପିଲାଙ୍କ ସହ କିଛି ସମୟ କାଟିଲା ପରେ ସେମାନଙ୍କୁ ପାଠ ପଢ଼ାଇଥିଲେ ସରପଞ୍ଚ । ଖୁବ ଶୀଘ୍ର ବିଡ଼ିଓ ମହାଶୟଙ୍କ ସହ ଆଲୋଚନା କରି ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ର ସମସ୍ତ ସମସ୍ୟା ର ସମାଧାନ କରିବା ପାଇଁ ସରପଞ୍ଚ ଶ୍ରୀମତୀ ପଣ୍ଡା ପ୍ରତିଶ୍ରୁତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like