-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟ ଓ ସଂସ୍କୃତ ମହାବିଦ୍ୟାଳୟ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟିକା

07-Aug-2022



ଆଜି କବିସୂର୍ଯ୍ୟନଗର ସହରରେ ଥିବା କବିସୂର୍ଯ୍ୟ ବଳଦେବ ଓ ସଂସ୍କୃତ ଦୁଇଟି ମହାବିଦ୍ୟାଳୟ  ଅତିରିକ୍ତ ଶ୍ରେଣୀ ଗୃହ ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ର ଛାତ୍ରୀ ମାନେ କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନଙ୍କୁ ଜଣାଇଥିଲେ ଯାହାରି ଫଳରେ ଆଜି ସକାଳ ୧୧ଘଣ୍ଟା ସମୟରେ ସମ୍ମାନନୀୟା ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ମହୋଦୟା  କବିସୂର୍ଯ୍ୟନଗର ସ୍ଥିତ କେ.ବି.ଭି ମହାବିଦ୍ୟାଳୟ ଏବଂ ସଂସ୍କୃତ ମହାବିଦ୍ୟାଳୟ ଠାରେ ନୂତନ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଥମେ କବିସୂର୍ଯ୍ୟ ନଗର ଡାକ ବଙ୍ଗଳାରୁ ବାହାରି ସଂସ୍କୃତ ମହାବିଦ୍ୟାଳୟ ଓ ଶେଷରେ କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ଆଜିର ଏହି କାର୍ଯ୍ୟକ୍ରମରେ ଏନ୍.ଏ.ସି ଅଧ୍ୟକ୍ଷା ଶ୍ରୀମତୀ s. ଲକ୍ଷ୍ମୀ ସେଠୀ, ଉପାଧକ୍ଷ ଶ୍ରୀଯୁକ୍ତ ବିକ୍ରାନ୍ତ୍ କୁମାର ସାହୁ,ପୂର୍ବତନ ନଗର ପାଳିକା ଲକ୍ଷ୍ମୀପ୍ରିୟା ସାହୁ,କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟ ର ଅଧ୍ୟକ୍ଷ ବିଜୟ କୁମାର ନାୟକ, ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ର ସଂଯୋଜକ କେ. ପୁରୁଷୋତ୍ତମ,ଅବନୀରଞ୍ଜନ ମିଶ୍ର,ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା,ଛାତ୍ର ଛାତ୍ରୀଙ୍କ ସହ ନଗର ବିଜେଡି ସଭାପତି ଭଗବାନ ସ୍ୱାଇଁ,କାର୍ଯ୍ୟକାରୀ ସଭାପତି ରସଲ ଦାସ, ନଗର ଯୁବ ବିଜେଡ଼ି ସଭାପତି ରାଜେନ୍ଦ୍ର ଖଟେଇ, ଗଞ୍ଜାମ ଜିଲ୍ଲା ଯୁବ ବିଜେଡି ଉପ ସଭାପତି ପ୍ରଶନ ନାୟକ,ଯୁବ ନେତା ରାକେଶ ପ୍ରଧାନ,ଦିଲ୍ଲୀପ ସାହୁ,ସୁଦର୍ଶନ ପ୍ରଧାନ,ଛାତ୍ର ନେତା ମଳୟ ରଞ୍ଜନ ପଟ୍ଟନାୟକ,କିସନ ସାହୁ,ନାରାୟଣ ସିଅ, ବାସୁଦେବ ନାହକଙ୍କ ସହ  ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।

(ଗଞ୍ଜାମରୁ ଭଗବାନ ପାଢ଼ୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like