-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗର ମଦ ଧରପଗଡ,ବଳିପଡ଼ିଲେ ସ୍ଥାନୀୟ ତହସିଲଦାର, ମଦ ଧରପଗଡ ବେଳେ ଓ ଏ ଏସ ଅଫିସରଙ୍କୁ ମରଣାନ୍ତକ ଆକ୍ରମଣ,

07-Aug-2022



ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଅଧୀନସ୍ଥ ବୁଡ଼ିଘାଟି ଗ୍ରାମରେ   ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମଦ ଧରିବାକୁ ଯାଇ ଗ୍ରାମବାସୀ ଙ୍କ ର ଆକ୍ରୋଶ ର ଶୀକାର ହେଲେ ସ୍ଥାନୀୟ  ତହସିଲଦାର, ଅବକାରୀ ବିଭାଗ ଓ ପୋଲିସ।ମିଳିଥିବା ସୂଚନା ପ୍ରକାରେ ପ୍ରଥମେ  ଅଁଳାଗୁମ୍ମା ଗ୍ରାମରେ ଚଡ଼ାଉ କରିଥିଲେ ,ପରେ  ମନ୍ଦରଡ଼ା ପଞ୍ଚାୟତ ଅଧୀନ ରେ ଥିବା ବୁଡିଘାଟ ଗ୍ରାମରେ ବେଆଇନ ମଦ କାରବାର ଚାଲିଥିବା ଖବର ପାଇ  ପୋଲିସ ଓ ଅବକାରୀ ବିଭାଗ ର  ଚଡ଼ାଉ

ହୋଇଥିଲା। ଚଡ଼ାଉ ଚାଲିଥିବା ସମୟରେ ଉକ୍ତ ଗ୍ରାମର ପ୍ରାୟ   ୭୦ ରୁ ୯୦  ଜଣ ଲୋକ ଆସି ଅବକାରୀ ବିଭାଗ ଓ ପୋଲିସ ଙ୍କୁ ଘେରାବନ୍ଧି  କରିଥିଲେ  ।ସେମାନଙ୍କ ସହ ଯୁକ୍ତି ତର୍କ କରୁଥିବା ଦେଖି ତହସିଲଦାର ଶ୍ରୀ ଅମିତ୍ କୁମାର  ଲୋକଙ୍କୁ ବୁଝା ସୁଝା କରିବା ପାଇଁ ଗାଡିରୁ ଓହ୍ଲାଇ ଯାଉଥିବା  ସମୟରେ ଅତର୍କିତ ଭାବେ ତହସିଲଦାର ଙ୍କୁ ପଛପଟୁ କିଛି ଉତ୍ୟକ୍ତ ଲୋକ ଆକ୍ରମଣ କରି ମୁଣ୍ଡ ଫୋଟାଇ ଦେଇଥିବା ବେଳେ ବ୍ରହ୍ମପୁର ରୁ ଆସିଥିବା  ୧୨ ଜଣ ରିଜର୍ଭ ପୋଲିସ ଏବଂ ଜରଡା ଏସ. ଆଇ ମଦିନେଶ୍ୱର କହଁର ଙ୍କୁ  ଗୋଡ଼ାଇ ଗୋଡ଼ାଇ ପିଟିିବା  ସହ ମହିଳା ପୋଲିସ  କର୍ମଚାରୀ ଙ୍କ ଉପରେ ଗରମ ଡାଲି ପାଣି ଢ଼ାଳି ଦେଇଥିଲେ ।ମାଡ଼ ଭୟରେ ସମସ୍ତ ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀ ମାନେ ଛତ୍ରଭଙ୍ଗ ଦେଇଥିବାବେଳେ ପୋଲିସ ଏବଂ ଅବକାରୀ ବିଭାଗର ଗାଡ଼ିକୁ ମଧ୍ୟ ଅଟକାଇ ଭଙ୍ଗାରୁଜା କରିଥିଲେ ଗ୍ରାମବାସୀ ।ଉପସ୍ଥିତ ବୁଦ୍ଧି ଖଟାଇ  ତହସିଲଦାର ଙ୍କ ଡ୍ରାଇଭର ନୀଳକଣ୍ଠ ସେମାନଙ୍କ କବଳରୁ ତହସିଲଦାର ଓ ଆହତ ହୋଇଥିବା ପୋଲିସ କର୍ମଚାରୀ ମାନଙ୍କୁ ଘଟଣା ସ୍ଥଳରୁ ଫିଟାଇ  ସୁରଙ୍ଗି ମେଡିକାଲ୍ ରେ ଭର୍ତି କରିଥିଲେ। ପରେ ପିଡି ଶ୍ରୀ ଭି.କିର୍ତିଭାସନ ସୁରଙ୍ଗୀ ମେଡିକାଲ୍ ରେ ପହଞ୍ଚି ତହସିଲଦାର ସମେତ ଅନ୍ୟ ଆହତ କର୍ମଚାରୀ ମାନଙ୍କ ର ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଶ୍ରୀ ଅମିତ୍ କୁମାର ନାୟକ ଙ୍କୁ ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ମେଡ଼ିକାଲ କୁ ଧରିଯାଇଥିଲେ।ସୁତରାଂ ଆଜିର ଘଟଣାବଳୀ କୁ ଅନୁଧ୍ୟାନ କଲେ ଜଣାପଡୁଛି ଯେ ପୋଲିସ ର ନିସ୍କ୍ରାୟତା ଯୋଗୁଁ ଜଣେ କାର୍ଯ୍ୟ ନିର୍ବାହୀ ଦଣ୍ଡାଧିକାରି ଅକାରଣେ  ଦଣ୍ଡପାଇଲେ।ଏଠାରେ ପୋଲିସ ର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବା ସହ ଜଣେ ଓ ଏ ଏସ ଅଫିସର ଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ପୋଲିସ ବିଭାଗ ବୋଲି ସାଧାରଣ ରେ ଚର୍ଚ୍ଚା ହେଉଅଛି।ଦେଖିବାକୁ ବାକି ରହିଲା ପୋଲିସ କେବେ ଦୋଷୀ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ।

(ଗଞ୍ଜାମରୁ ଭଗବାନ ପାଢୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like