-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜନକଲ୍ୟାଣ ଟ୍ରଷ୍ଟ ସେବା ମନୋବୃତ୍ତି ଅତୁଳନୀୟ

07-Aug-2022



ବରଗଡ଼:-ଜଣେ ଦରଦୀ ବଂଧୁ ଭାବେ ମୁକୁନ୍ଦ ଦାଶଙ୍କୁ ବରଗଡ ଜିଲ୍ଲା ଅଧିନରେ ଥିବା ଗାଁ ଠୁ ସହର ପର୍ଯ୍ୟନ୍ତ କିଏବା ନଜାଣେ ।ସମାଜସେବାକୁ ପାଥେୟ କରି ପାହାଚ ପରେ ପାହାଚ ଅତିକ୍ରମ କରି ଚାଲିଛନ୍ତି ଆଗକୁ ଆଗକୁ। ଜନସାଧାରଣ ଙ୍କ ଠାରୁ କିଛି ଆର୍ଥିକ ସହଯୋଗ ର ସହାୟତା ପାଇ ଏକ ଜନକଲ୍ୟାଣ ସେବା ଟ୍ରଷ୍ଟ ଗଠନ କରି ନିଜକୁ ସମର୍ପିତ କରିଦେଇଛନ୍ତି। ଲୋକଙ୍କ ସୁଖଦୁଃଖ ର ସାଥି ଭାବେ ଆଜି ସାରା ରାଜ୍ୟରେ ଶ୍ରୀ ଦାଶ ବେଶ ଚର୍ଚ୍ଚିତ ଚେହେରା। ଆଜି ବରଗଡ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ନୁଆଗଡ ଗାଁ ର ଦୁଇଜଣ ସମାଜସେବୀ ତଥା ବିଶିଷ୍ଟ ଚାଷୀ ଶ୍ରୀ ଦାଶ ଙ୍କ

ସମାଜସେବା କୁ ଅନୁସରଣ କରି ସବୁଦିନ ପାଇଁ ଜନ କଲ୍ୟାଣ ସେବା ଟ୍ରଷ୍ଟ ର ଆଜିବନ ସଦସ୍ୟତା ଗ୍ରହଣ କରିଛନ୍ତି। ସେମାନଙ୍କୁ ଆଜି ଟ୍ରଷ୍ଟ ପକ୍ଷରୁ ସମ୍ମାନିତ କରାଯାଇଛି।ସେବା ଟ୍ରଷ୍ଟ ର ସାମାଜିକ କାର୍ଯ୍ୟକ୍ରମ ରେ ଆତ୍ମସନ୍ତୋଷ ପ୍ରକାଶ କରି ଆମେ ଆଜୀବନ ସଦସ୍ୟତା ଗ୍ରହଣ କଲୁ ବୋଲି ସେମାନେ ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like