-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଅପରାଧ

ବାଇକ୍ ଚୋର୍‌ଙ୍କୁ ଧରିବାରେ ଖପ୍ରାଖୋଲ ପୋଲିସର ବଡ ସଫଳତା ୩ ଟି ବାଇକ୍‌, ୯ଟି ମୋବାଇଲ ଫୋନ, ୬ଟି କେମେରା  ବିପୁଳ ଚୋରୀ ସାମଗ୍ରୀ ଜବତ

07-Aug-2022



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ)-ରାସ୍ତାରେ ଯାଉଥିବା ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଚୋରୀ ଓ ଲୁଟ୍‌ପାଟ୍ କରୁଥିବା ଏକ ବଡ ଗେଙ୍ଗ୍ କୁ ଧରିବାରେ ଖପ୍ରାଖୋଲ ପୋଲିସକୁ ଏକ ବଡ ସଫଳତା ମିଳିଛି । ଦୀର୍ଘ ଦିନର ଖୋଲତାଡ ଓ ଛାନ୍‌ଭିନ ପରେ ଆଜି ଖପ୍ରାଖୋଲ  ପୋଲିସ ୪ ଜଣ ବାଇିକ୍ ଚୋରଙ୍କ ସହ ୩ ଟି ବାଇକ୍ , ୬ଟି ଡିଏସ୍‌ଏଲ୍‌ଆର୍ କେମେରା, ୯ ଟି ମୋବାଇଲ ଫୋନ୍ ୨ ଟି  ସେମସଙ୍ଗ ଟେବଲୋଏଡ ଜବତ କରିବାରେ  ସଫଳ ହୋଇଛି । ଖପ୍ରାଖୋଲ ପିଏସ୍ କେଶ ନମ୍ବର ୮୮. ଆଇପିସିର ଦଫା ୩୯୨ ରେ ମୁଦାଲ ମାନଙ୍କୁ ଗିରଫ କରାଯାଇଛି । ଏହି ମୁଦାଲା ମାନେ ପୂର୍ବରୁ  ମଧ୍ୟ ଏପରି ଅନେକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ ଥିବା ପୋଲିସ ସୂଚନା ଦେଇଛି ।  

ସୂଚନାରୁ ପ୍ରକାଶ ଯେ, ଗତ ଅଗଷ୍ଟ ୮ ତାରିଖ ଦିନ ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଖିତିଚନ୍ଦ୍ର ବେହେରା ଯିଏ କି ଆଶିର୍ବାଦ ମାଇକ୍ରୋ ଫାଇନାନ୍ସ ରେ କାମ କରନ୍ତି, ନିଜ କାମ ସାରି କପସିପାଲି ରୁ ଲାଠୋର ବ୍ରାଂଚକୁ ଯାଉଥିବା ସମୟରେ କପସିପାଲି ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରାସ୍ତା ମଝିରେ ୩ ଜଣ ଅଜଣା ବ୍ୟକ୍ତି ଏକ କଳା ରଙ୍ଗର ବୁଲେଟରେ ଆସି ଖିତିଚନ୍ଦ୍ର ଙ୍କୁ ଅଟକାଇ ଥିଲେ । ସେମାନେ ମାରଣାସ୍ତ୍ର ଦେଖାଇ  ଟଙ୍କା ମାଗିବା ସହ ଖିତିଚନ୍ଦ୍ର  ଙ୍କ ପକେଟରୁ ମୋବାଇଲ ଫୋନ୍‌, ଟେବଲୋଏଡ ଓ ୫ହଜାର ୫ଶହ ଟଙ୍କା ଛଡାଇ ନେଇଥିଲେ । ବାଇକ୍ ର ଡିକିରୁ ଖିତିଚନ୍ଦ୍ର ଙ୍କ ବ୍ଲୁଟୁଥ, ହେଡଫୋନ ଓ ଅନ୍ୟାନ୍ୟ କାଗଜପତ୍ର ନେବା ସହ ଗାଡିକୁ ମଧ୍ୟ ଛଡାଇ ନେଇଯାଇଥିଲେ । ଏ ନେଇ ଖିତିଚନ୍ଦ୍ର  ଖପ୍ରାଖୋଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଖିତିନ୍ଦ୍ର ଙ୍କ ଅଭିଯୋଗକୁ ଭିତ୍ତିକ କରି ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାର ଛାନ୍‌ଭିନ କରିବା ପରେ ଆଜି ଏହି ଘଟଣାରେ ସଂପୃକ୍ତ ୪ ଅଭିଯୁକ୍ତ କୁତମୁଣ୍ଡାର ପୁରନ୍ଦର ଖୁମ୍ଭାର, ମୁଣ୍ଡପଲାର କେଶବ ବାରିକ, ଘୁଙ୍ଗଟିପାଲିର ଗୋବିନ୍ଦକାଲସାଏ, ଭାଲୁପିଟାର ତରଣି ଜଗଦଲାକୁ ଖପ୍ରାଖୋଲ ପୋଲିସ ଗିରଫ କରିଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like