-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସାରସମାଲ - ସିଲେଟକାନି ସେତୁ ର ଭିତ୍ତିପ୍ରସ୍ତର ଦେଲେ ନରସିଂହ ସାରସମାଲ - ସିଲେଟକାନି ରାସ୍ତା ମଧ୍ୟ ହେବ ନିର୍ମାଣ - ନରସିଂହ

07-Aug-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)- ଆଜି ଦେଓଗାଁ ବ୍ଲକ ସ୍ଥିତ ସାରସମାଲ ପଂଚାୟତର ସାରସମାଲ ଠାରେ ସାରସମାଲରୁ ସିଲେଟକାନିକୁ ସଂଯୋଗ କରୁଥିବା ରାସ୍ତାସ୍ଥିତ ଝରିଆଯୋର ଉପରେ ୩କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ ଅଟକଳ ର ଏକ ସୁଉଚ୍ଚ ସେତୁ ନିର୍ମାଣ ପାଇଁ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ଥାନୀୟ ସରପଂଚ ଗୋପାଳ କୃଷ୍ଣ ବାଗ ଙ୍କ ଉପସ୍ଥିତିରେ  ଭିତ୍ତିପ୍ରସ୍ତର ଦିଆଯାଇଥିବା ଏହି ବିଜୁ ସେତୁ ଯୋଜନା ଅନ୍ତର୍ଗତ ଏହି ସେତୁ ପାଇଁ ଏ ଅଂଚଳର ଲୋକେ ବହୁ ଦିନରୁ ଦାବି କରିଆସୁଥିଲେ । ଉପସ୍ଥିତ ଥିବା କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନିର୍ମଳ ଚନ୍ଦ୍ର ଜେନା ଓ ସହକାରୀ ଯନ୍ତ୍ରୀ ବୁଦ୍ଧେଶ୍ୱର ମହାପାତ୍ର ଏହି ସେତୁଟିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସଂପୂର୍ଣ୍ଣ କରିବାର ପ୍ରତିଶୃତି ଦେଇଥିଲେ । ଭିତ୍ତିପ୍ରସ୍ତର ପରବର୍ତ୍ତି ସଭାରେ ସାରସମାଲ ପଂଚାୟତର ବିଭିନ୍ନ ଗାଁର ଲୋକେ ଉପସ୍ଥିତ ହୋଇ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ବିଧାୟକ ଶ୍ରୀ ମିଶ୍ରଙ୍କୁ

ଅବଗତ କରିଥିଲେ । ବିଶେଷ କରି ସାରସମାଲରୁ ସିଲେଟକାନିକୁ ଯାଇଥିବା ରାସ୍ତା ବହୁତ ଖରାପ ଥିବାରୁ ତାର ନିର୍ମାଣ ପାଇଁ ବିଧାୟକଙ୍କୁ ଲୋକେ ଅନୁରୋଧ କରିଥିଲେ । ତା ସହ ସାରସମାଲରେ ଏଏନ୍‌ଏମ୍ ସେଣ୍ଟର ନ ଥିବାରୁ ପ୍ରସୂତି ମହିଳାମାନେ ଟିକା ନେବା ପାଇଁ ଝରିଆଯୋର ଦେଇ ପାଣି ଭିତରେ ସିଲେଟକାନିକୁ ଯାଉଛନ୍ତି । ତେଣୁ ସାରସମାଲରେ ଏକ ଏଏନ୍‌ଏମ୍ ସେଣ୍ଟର ର ବ୍ୟବସ୍ଥା କରିବା ପାଇଁ ଲୋକେ ବିଧାୟକଙ୍କୁ ଅନୁରୋଧ କରିଥିଲେ । ତା ସହ ସାରସମାଲ ପଂଚାୟତ ଅନ୍ତର୍ଗତ ଚୋରମରା , କନକପୁର, ପୁଲସଖଣ୍ଡି, ଅଫାମରା ଇତ୍ୟାଦି ଗାଁକୁ ଉନ୍ନତ ରାସ୍ତା କରାଯାଉ ବୋଲି ମଧ୍ୟ ଦାବି ହୋଇଥିଲା । ଯାହାକି ବିଧାୟକ ଶ୍ରୀ ମିଶ୍ର ସେଠାରେ ଉପସ୍ଥିତ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀଯନ୍ତ୍ରୀ ତଥା ଅନ୍ୟାନ୍ୟ ଯନ୍ତ୍ରୀ ଆଜି ଏକା ଏ ଅଂଚଳର ଏ ସମସ୍ତ ଗାଁକୁ ଯାଇଥିବା ରାସ୍ତାକୁ ପରିଦର୍ଶନ କରି ସେ ଉପରେ ଏକ ସବିଶେଷ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ

ଦେଇଥିଲେ ଏବଂ ସାରସମାଲ ସିଲେଟକାନି ରାସ୍ତାକୁ ଯେତେ ଶିଘ୍ର ହେବ ନୁଆ ଭାବେ ନିର୍ମାଣ ହେବ ପ୍ରତିଶୃତି ଦେଇଥିଲେ । ଉପସ୍ଥିତ ଥିବା ଲୋକଙ୍କୁ ସେ ଯୋଗାଯୋଗ ରଖି ସମସ୍ୟା ସଂପର୍କରେ ଅବଗତ କରାଇଲେ ନିଶ୍ଚିତ ଭାବରେ ସାରସମାଲ ପଂଚାୟତର ସର୍ବାଙ୍ଗିନ ଉନ୍ନତି କରିବାରେ ସେ ସହଯୋଗ କରିବେ ବୋଲି କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ସରପଞ୍ଚ ଗୋପାଳ ବାଗ, ଜଗବନ୍ଧୁ ମେହେର, ଭାଗିରଥି ମେହେର, ରାମଜୀ ଚୈାଧୁରୀ, ଅସୀତ କୁମାର ମିଶ୍ର, କାନ୍ତେଶ୍ୱର ପ୍ରଧାନ, ଛାୟାକାନ୍ତ ଭୋଇ, ଶିବ ମେହେର, ନିଳକଣ୍ଟ ବଗର୍ତ୍ତି, ଚହଲୁ ପୋଡ, ପ୍ରଦୀପ ପ୍ରଧାନ, ପ୍ରଶାନ୍ତ ମେହେର, ଗଦାଧର ପଧାନ, ବାବୁଲୁ ପଧାନ,କମ୍ପ ପଧାନ, ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ର ମୁକୁନ୍ଦ କିଶାନ, ଧୃବ ସେଠି ଙ୍କ ସହିତ ଅନେକ ମହିଳା ପୁରୁଷ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like