-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ କ୍ରାନ୍ତି ଓ ଜାଗୃତି ସମାରୋହ ୫୦ ଦିନ ବ୍ୟାପୀ ପାଳନ ହେବ

07-Aug-2022



ବଲାଙ୍ଗିର, ବଲାଙ୍ଗିର ଜିଲାରେ ଆଗାମୀ ଅଗଷ୍ଟ ୯ ତାରିଖ ଠାରୁ ୫୦ ଦିନ ବ୍ୟାପୀ କ୍ରାନ୍ତି ଓ ଜାଗୃତି ସମାରୋହ ପାଳନ କରାଯିବାକୁ ଆଜି ବଲାଙ୍ଗିର ସାମ୍ବାଦିକ ଭବନ ଠାରେ କମିଟିର ସଭାପତି ପ୍ରଫେସର ଶିବପ୍ରସାଦ ନନ୍ଦଙ୍କ ଦ୍ଵାରା ଆହୁତ ଏକ ସାମ୍ବାଦିକ ସମିଳନୀରେ ସୂଚନା ଦିଆଯାଇଛି। କ୍ରାନ୍ତି ଦିବସ ଅଗଷ୍ଟ ୯ ତାରିଖରୁ ଆରମ୍ଭ ହୋଇ ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ୫୦ ଦିନ ବ୍ୟାପୀ ଏହି ମହୋତ୍ସବର ବିବରଣୀ ପ୍ରଦାନ କରାଯାଇଥିଲା। ଜିଲ୍ଲାରେ ସ୍ଵିକୃତୀ ପ୍ରାପ୍ତ ସ୍ଵାଧୀନତା ସଂଗ୍ରାମୀ ୯ ଜଣଙ୍କ ବ୍ୟତୀତ ସ୍ଵାଧୀନତା ସଂଗ୍ରାମରେ ଆହୁରି ଅନେକଙ୍କ ଅବଦାନ ଥିଲା ଯାହାର ତାଲିକା ପ୍ରସ୍ତୁତ ସହିତ ଏହି ଉପଲକ୍ଷେ ଏକ ସ୍ମରଣିକା ପ୍ରକାଶ କରାଯିବ। ଏହାଦ୍ବାରା ବର୍ତ୍ତମାନ ପିଢ଼ିକୁ ପରିଚିତ କରିବା ଓ ଆଗାମୀ ପୀଢିକୁ ଖୋରାକ୍ ଦେବା ପାଇଁ ଚିନ୍ତା କରାଯାଇଛି। ସ୍ଵାଧୀନତାର ୭୫ ବର୍ଷ ପାଳନ ସମଗ୍ର ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଏହି ଉତ୍ସବ ଅୟୋଜନ କରାଯାଇଛି। ବିଭିନ୍ନ କାର୍ଯ୍ୟକ୍ରମ ଭିତରେ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ସମେତ ତିନୋଟି ସେମିନାର, ରାଲି ଆୟୋଜିତ କରିବାକୁ ନିଷ୍ପତି ନିଆଯାଇଛି। ଉତ୍ସବରେ ୯ ତାରିଖ ସକାଳ ୯ଟା ରେ ଏକ ରାଲି ଆଠଗାଁ ରୁ ବଲାଙ୍ଗିରକୁ ଆସିବ। ଏଠାରେ ତାଙ୍କୁ ସ୍ଵାଗତ ସହିତ ବିଭିନ୍ କାର୍ଯ୍ୟକ୍ରମର ଆରମ୍ଭ ହେବ।

ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମିଳନୀରେ ଚିତ୍ତ ରଞ୍ଜନ ଦାଶ, ବିରେନ୍ଦ୍ର କୁମାର ଝାଙ୍କର, ଗୋପାଳଜୀ ପାଣିଗ୍ରାହୀ, ମନୋରଞ୍ଜନ ସାହୁ, ଅଖିଳ ଚନ୍ଦ୍ର ହୋତା, ମୁକେଶ ବହିଦାର, ସୋମନାଥ ମିଶ୍ର, ଦିନେଶ ଶର୍ମା ପ୍ରମୁଖ ମଞ୍ଚାସୀନ ଥିଲେ l

(ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like