-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||     

HOME   ଜିଲ୍ଲା

ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ବ୍ଲକ ର ଜନଜୀବନ ଅସ୍ତବ୍ୟସ୍ତ

07-Aug-2022



ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ସ୍ଥିତ ତୁରୀ ନଦୀ ଉପରେ ଦୁଇ ଫୁଟରୁ ଉର୍ଦ୍ଧ ବର୍ଷାଜଳ ପ୍ରବାହିତ । ପାପଡାହାଣ୍ଡି ର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ପାପଡାହାଣ୍ଡି ଉମରକୋଟ କୁ ଯାତାୟତ ବନ୍ଦ ହୋଇଯାଇଛି। ବନ୍ୟାର ସ୍ଥିତି ଉପରେ ଜିଲ୍ଲା ପ୍ରଶାସନ ତୀକ୍ଷ୍ଣ ନଜର ରଖିବା ସହିତ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଆଜି ଅପରାହ୍ନରେ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ବନ୍ୟା ଜଳ

ପ୍ରବାହିତ ଟୁରୀ ନଦୀର ଦୁଇ ପାର୍ଶ୍ଵର ରାସ୍ତା କୁ ସ୍ତାନୀୟ ପୋଲିସ ଏବଂ ପ୍ରଶାସନ ଦ୍ଵାରା ବାଡ ଦେଇ ଜନସାଧାରଣ ଓ ଯାନବାହାନ ନ ଯିବା ପାଇଁ ରାସ୍ତା ଅବରୋଧ କରାଯାଇଥିଲା। ନଦୀର ଦୁଇ ପାର୍ଶ୍ଵରେ ତୁରନ୍ତ  ଆଲୋକର ବ୍ୟବସ୍ଥା କରିବା

ପାଇଁ ଜିଲ୍ଲାପାଳ ଡଃ ମିଶ୍ର ସମ୍ପୃକ୍ତ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପାପଡାହାଣ୍ଡି ର ତଲୁଆ ଅଞ୍ଚଳରେ 
 ଯେ ସି ବି ଦ୍ଵାରା ନାଳ ସଫା କରି ବର୍ଷା ଜଳ ନିଷ୍କାସନ କରାଯାଇଥିଲା। ଅଧିକ ବୃଷ୍ଟିପାତ ହେବାର ସମ୍ଭାବନା କୁ ଦୃଷ୍ଟିରେ ରଖି ସ୍ତାନୀୟ ପୋଲିସ, ବ୍ଲକ, ତହସିଲ, ଅଗ୍ନିଶମ ବିଭାଗ, ରାସ୍ତା ଓ ଗୃହ ନିର୍ମାଣ ବିଭାଗ , ଟାଟା ପାୱାର ର ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ସଜାଗ ରହିବାକୁ ଜିଲ୍ଲାପାଳ ଡଃ ମିଶ୍ର ପରାମର୍ଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ   13-Mar-2026
  ଜିଲ୍ଲା  
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   13-Mar-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026
  ରାଜ୍ୟ  
ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   13-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026

You Might Also Like