-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଡକାୟତି ମାମଲାରେ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ନାବାଳକ

07-Aug-2022



ବଲାଙ୍ଗିର /ଖପ୍ରାଖୋଲ(ପୂର୍ଣ୍ଣ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ରେ ଦୁଇ ତିନି ବର୍ଷ ହେଲା ଅପରାଧିକ କାର୍ଯ୍ୟକଳାପ ବଢ଼ିଚାଲିଥିବାବେଳେ ବେଆଇନ କାରବାର ମଧ୍ୟ ବଢ଼ିଚାଲିଛି। ପୋଲିସ କିଛି ମାମଲା ରେ ସଫଳତା ପାଉଛନ୍ତି ତ କିଛି ମାମଲା କାହାଣୀ ହୋଇ ରହିଯାଇଛି। ଆଜକୁ ତିନି ମାସ ତଳେ ପାଟଣାଗଡ଼ ବ୍ଳକ ରେ କାର୍ଯ୍ୟରତ ଥିବା କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁ ଙ୍କ ହତ୍ୟା ହୋଇଥିଲା କିନ୍ତୁ ଆଜି ପର୍ଯ୍ୟନ୍ତ କୌଣସି ଅପରାଧୀକୁ ଧରିବା ରେ ସଫଳ ହୋଇନାହିଁ ପୋଲିସ ପ୍ରଶାସନ। ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ କପାଣି ଗାଁ ର କ୍ଷୀତିସ ଚନ୍ଦ୍ର ବେହେରା (୨୪) ପିତା.କିର୍ତନ ବେହେରା ଆଶିର୍ବାଦ ମାଇକ୍ରୋଫାଇନାସ୍ ଲାଠୋର ବ୍ରାଞ୍ଚ ରେ କାମ କରନ୍ତି।ଗତ ୪.୦୮.୨୨ ଗୁରୁବାର ଦିନ ନିଜ କାମ ସାରି ଫେରିବା ବେଳେ ୪:୩୦ ସମୟ ରେ ପାଟଣାଗଡ଼ ରୁ ଲାଠୋର ରାସ୍ତା କପସିପାଲି ଠାରେ କିଛି ଦୃବୃତ୍ତ ଆସି ଡକାୟତି କରିଥିଲେ ତାଙ୍କ ପାଖରେ ଟଙ୍କା ନଥିବାବେଳେ ମୋବାଇଲ,ବ୍ଳୁ ଟୁଥ ଏବଂ କାଗଜପତ୍ର ନେଇ ଯାଇଥିଲେ।ପରେ ବେହେରା ଖପ୍ରାଖୋଲ ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ କୁ ଭିତ୍ତି କରି ପୋଲିସ ଥାନା ରେ କେଶ ନଂ ୯୭ତାରିଖ ୪.୦୮.୨୨ ୟୁ/ଏସ୍ ୩୯୨ ମାମଲା ରୁଜୁ କରି ଥାନା ଅଧିକାରୀ ରମାକାନ୍ତ ସାହୁ ତଦନ୍ତ ଚଳାଇଥିବା ବେଳେ ୬/୦୮/୨୨ ଦିନ ଧରିବା ରେ ସଫଳ ହୋଇଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ପାଟଣାଗଡ଼ ଥାନା କୁତମୁଣ୍ଡା ଗାଁ ର ପୁରନ୍ଦର କୁମ୍ଭାର (୨୨) , ପାଟଣାଗଡ଼ ଥାନା ମୁଣ୍ଡପଲା ଗାଁ ର କେଶବ ବାରିକ (୨୭), ପାଟଣାଗଡ଼ ଥାନା ଘୁନଘୁଟିପାଲି ଗାଁ ର ଗୋବିନ୍ଦ କାଲସାଏ (୨୬), ପାଟଣାଗଡ଼ ଥାନା ଭାଲୁପିଟା ଗାଁ ର ତରଣୀ ଜଗଦଲା (୨୮) ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ତୁଷୁରା ଥାନା ଅଇଁଲାପାଲି ଗାଁ ର ପ୍ରିୟମ ସାହୁ (୧୬) କୁ ଗିରଫ କରିବା ପାଇଁ ତୁଷୁରା ଥାନା କୁ ନିର୍ଦେଶ ଦିଆଯାଇଥିବା ସହ ରାଉରକେଲା ପଠାଇବା ପାଇଁ ତୁରନ୍ତ ବ୍ୟବସ୍ଥା ରହିଛି ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତିର୍ମୟ ଭୁକ୍ତା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like