-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ମନମୁଣ୍ଡା ଠାରେ ଜାତୀୟ ହସ୍ତ ତନ୍ତ ଦିବସ ପାଳିତ- ଆଜି ଠାରୁ ସପ୍ତାହ ଯାଏଁ ସମ୍ବଲପୁରୀ ପୋଷାକ ପିନ୍ଧିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କଲେ ଡି ଆଇ ପି ଆର ଓ

08-Aug-2022



ବୌଦ୍ଧ(ଅକୃର ସାହୁ) ଆଜି ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା  ଗ୍ରାମ ପଞ୍ଚାୟତ ଠାରେ ଜାତୀୟ ହସ୍ତ ତନ୍ତ ଦିବସ ପାଳିତ ହୋଇ ଯାଇଛି l ଏହି ଦିବସ ଉପଲକ୍ଷେ ସମସ୍ତ ମହିଳା ପୁରୁଷ ବୁଣାକାର ଙ୍କୁ ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳ, କଣ୍ଟାମାଳ ଅଧ୍ୟକ୍ଷା ସସ୍ମିତା ସେନାପତି, ବିଡ଼ିଓ କଳା କୃଷ୍ଣ ପଧାନ, ଓ ସରପଞ୍ଚ ରଞ୍ଜୁ ବେହେରା, ପ୍ରମୁଖ ସମସ୍ତ ଅତିଥି ସମ୍ବର୍ଦ୍ଧିତ କରିଥିଲେ l ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ସମସ୍ତ ଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ l ମଞ୍ଚl ସିନ ଅନ୍ୟ ତମ ଅତିଥି ପ୍ରକାଶ ଚନ୍ଦ୍ର ମେହେର  ନିଜ ବକ୍ତବ୍ୟ ରେ ବୁଣାକାର  ଭାଇ, ଭଉଣୀ ଙ୍କୁ ଉତ୍ସାହିତ କରିଥିଲେ l ଜ଼ିଲ୍ଲା ବୟନ ତତ୍ୱାବଧାରିକା ଟୁନି ମେହେର ଯୋଗ ଦେଇ ସରକାର ଙ୍କ ବିଭିନ୍ନ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ  ଆଲୋଚନା କରି  ବୁଣାକାର ମାନେ ସେଥିରୁ କିପରି ଉପକୃତ ହୋଇ ପାରିବେ ସେ ସମ୍ପର୍କ ରେ ସୂଚନା ଦେଇଥିଲେ l ଏସ. ଏ. ଆର. ସି. ଏସ. ବିଜୟ କୁମାର ନାୟକ, ବହୁ ପୁରୁଷ, ମହିଳା ଓ ଯୁବ  ବୁଣାକାର ଯୋଗ ଦେଇ ଥିଲେ l କାର୍ଯ୍ୟକ୍ରମ ଶେଷରେ ରମେଶ ପ୍ରସାଦ ମେହେର ନିଜ ବକ୍ତବ୍ୟ ମାଧ୍ୟମ ରେ ବୁଣାକାର ମାନଙ୍କୁ ଉତ୍ସl ହିତ କରିବା ସହ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ସମସ୍ତ ଅତିଥି  ଜାତୀୟ ହସ୍ତତନ୍ତ ଦିବସ ବିଷୟରେ ବକ୍ତବ୍ୟ ଦେବା ସହ  ବୁଣାକାର ମାନଙ୍କୁ ଉତ୍ସାହିତ କରିଥିଲେ l ଆମ ବୁଣାକାର ଭାଇ ମାନେ ବୌଦ୍ଧିକ ବ୍ରାଣ୍ଡ ର ଲୁଗା ବୁଣି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରନ୍ତୁ ବୋଲି ଭାରପ୍ରାପ୍ତ ଜ଼ିଲ୍ଲାପାଳ ବବିତା ରାଣୀ ଦଳବେହେରା ବକ୍ତବ୍ୟ ପ୍ରଦାନ କରିଥିଲେ l ବୁଣାକାର ମାନେ ନିଜ ନିଜ ସମସ୍ୟା ବିଷୟରେ ମଧ୍ୟ ଜଣାଇ ଥିଲେ l ଏହି ଅବସରରେ ଗୌରାଙ୍ଗ ମେହେର, କେଶବ ଚନ୍ଦ୍ର ମେହେର, ମୃତ୍ୟୁଞ୍ଜୟ ମେହେର, ତାରେଶ୍ୱର ମେହେର, ନଟବର ମେହେର, ପରମେଶ୍ବର ମେହେର, ଗୋବିନ୍ଦ ଚନ୍ଦ୍ର ମେହେର, ସମ୍ପାଦକ, ଟୁରିଦେଉଳ ବୁଣାକାର ସଂଘ ର ସତ୍ୟ ନାରାୟଣ  ମେହେର ଏବଂ ମହିଳା ବୁଣାକାର ଶାନ୍ତି ମେହେର, ଜୟନ୍ତୀ ମେହେର, ପିଙ୍କି ମେହେର, ସୌରେନ୍ଦ୍ରି ମେହେର ଙ୍କୁ ଅତିଥି ବୃନ୍ଦ ପୁଷ୍ପ ଗୁଚ୍ଛ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଜାତୀୟ ହସ୍ତ ତନ୍ତ ସପ୍ତାହ ଉପଲକ୍ଷେ  ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀ ଅଗଷ୍ଟ 7 ତାରିଖ ରୁ 15 ତାରିଖ ପର୍ଯ୍ୟନ୍ତ ଓ ଆସନ୍ତା କାଲି  ଜ଼ିଲ୍ଲାପାଳ ଏସପି ଙ୍କ ଜନ ଶୁଣାଣି ଦିନ ସମ୍ବଲପୁରୀ ପୋଷାକ ପିନ୍ଧିବା ପାଇଁ ଡିଆଇପିଆର ମିସ ସିଂ ସମସ୍ତ ଙ୍କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like