-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଷାଠିଏ ଘର ଡୁମାଲ ସମାଜର ସଂଗଠନିକ ବୈଠକ

08-Aug-2022



ବଲାଙ୍ଗିର,(ପ୍ରେରଣା ଖବର) ଷାଠିଏ ଘର ଡୁମାଲ ସମାଜର ସାଂଗଠାନିକ ବୈଠକ ବ୍ରାହ୍ମଣୀଡୁଙ୍ଗୁରୀ ଗ୍ରାମ୍ୟ ମଣ୍ଡପ ଠାରେ ଜିଲ୍ଲା ସଭାପତି ଲମ୍ବୋଦର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକକୁ ବ୍ରାହ୍ମଣୀଡୁଙ୍ଗୁରୀର  ସଭାପତି ବୃଷଭ ଦନ୍ତା ଏବଂ ସଂପାଦକ ବାହାଦୁର ଖମାରୀ ତଥା ଗ୍ରାମବାସୀବୃନ୍ଦ ଆୟୋଜନ କରିଥିଲେ । ଉପଦେଷ୍ଟା ମଣ୍ଡଳିର ସଭ୍ୟ ମଲିଆ ଗଡୁଆ ସଭା ସଂଯୋଜନା କରିଥିଲେ । ବୈଠକରେ ଜିଲ୍ଲା ସଂପାଦକ ଇନ୍ଦ୍ରମଣି ବାରିକ, ଉପଦେଷ୍ଟା ମଣ୍ଡଳିର ସଭ୍ୟ ଚକାନନ୍ଦ କମ୍ପ ଓ ସଂଜୟ କୁମାର ମହାକୁର, କାର୍ଯ୍ୟକାରିଣୀ ସଭ୍ୟ ସୁବଳ ଖମାରୀ, ଶଙ୍କର୍ଷଣ ଭୋଇ, ସିନ୍ଦୁରବାହାଲ କେନ୍ଦ୍ରର ସଭାପତି ଆନନ୍ଦ ଡାଙ୍ଗ ଓ ସଂପାଦକ ବନମାଳି ପାତ୍ର, ବ୍ରାହ୍ମଣୀଡୁଙ୍ଗୁରିର ଶିଶୁ ଅନନ୍ତ ମେର୍ଲି, ଟିକାନନ୍ଦ ମେର୍ଲି, ବୁଦ୍ଧଦେବ ମେର୍ଲି, ଲାଦେରବାହାଲ ଗ୍ରାମର ଟେଙ୍ଗୁନୁ ବଘାର ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ । ଉପଦେଷ୍ଟା ମଣ୍ଡଳୀର ସଭ୍ୟ ଶ୍ରୀ ଗଡୁଆ ପରିସଂଖ୍ୟାନ (ଜନଗଣନା) ବିଷୟରେ ବିଶଦ ଭାବରେ ଆଲୋଚନା କରିଥିବା ବେଳେ ଅନ୍ୟତମ ସଭ୍ୟ  ଶ୍ରୀ କମ୍ପ ସଂଗଠନ ବିଷୟରେ ଆଲୋକପାତ କରିଥିଲେ । ଏହି କେନ୍ଦ୍ର ଅଧିନରେ ଥିବା ପ୍ରତ୍ୟେକ ଗ୍ରାମ ଏବଂ ପ୍ରତ୍ୟେକ ପରିବାର ଅନୁସାରେ ସର୍ଭେ ଫର୍ମ ବିତରଣ କରାଯାଇଥିଲା । ପରିଶେଷରେ ସୁବଳ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like