-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||     

HOME   ଜିଲ୍ଲା

ଦେବାଳୟ ସୁରକ୍ଷା କମିଟିର ୫ ଦଫା ଦାବିପତ୍ର ପ୍ରଦାନ- ନୁଆଁଖାଇ ଉପଲକ୍ଷେ ମନ୍ଦିରମାନଙ୍କୁ ରଙ୍ଗ ଏବଂ ସ୍ୱତନ୍ତ୍ର ପ୍ୟାକେଜ ପ୍ରଦାନ କରାଯାଉ

08-Aug-2022



ବଲାଙ୍ଗିର(ପ୍ରେରଣା ଖବର)- ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ ଉପଲକ୍ଷେ ମାଁ ସମଲେଶ୍ୱରୀ ମନ୍ଦିର ଓ ମାଁ ପାଟଣେଶ୍ୱରୀ ମନ୍ଦିର ସାଜସଜ୍ଜା, ରଙ୍ଗ ଦେବା ଏବଂ ସ୍ୱତନ୍ତ୍ର ପ୍ୟାକେଜ ପ୍ରଦାନ କରାଯାଉ । ଉପ-ଜିଲ୍ଲାପାଳ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବୋତ୍ତର ବଲାଙ୍ଗିର କାର୍ଯ୍ୟାଳୟକୁ ଯାଇ ଦେବାଳୟ ସୁରକ୍ଷା କମିଟି ଏବଂ କୋଶଳ ସେନାର କର୍ମକର୍ତ୍ତାମାନେ ୫ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି । ସମଲେଇଶ୍ୱରୀ ମନ୍ଦିର ର ଗୁମଜରେ ଫାଟ ସୃଷ୍ଟି ହୋଇ ପାଶ୍ୱର୍ ଦେବା ଦେବି ବିଗ୍ରହ ଫାଟ ସୃଷ୍ଟି ହୋଇଛି । ବଲାଙ୍ଗିର ମାଁ ପାଟଣେଶ୍ୱରୀ ଗମ୍ଭିର ଘରର ପାଣି ଝରୁଥିବା ବେଳେ ମାଁ ଙ୍କ ସିଂହାସନ ଫାଟ ସୃଷ୍ଟି ହେଲାଣି । ମାଁଙ୍କ ମକୁଟ ମଧ୍ୟ ଫାଟି ଯାଇଛି । ଏହା ଏକ ଅଶୁଭ ସଂକେତ ବୋଲି ବଲାଙ୍ଗିର ଭକ୍ତମାନେ ସୁଚାଉଛନ୍ତି । ତେଣୁ ଜିଲ୍ଲାର ଜନସାଧାରଣ ଧର୍ମ ଭାବନା ଓ ପ୍ରାଚୀନ ସଂସ୍କୃତି ଓ ପରଂପରା  ରକ୍ଷା ପାଇଁ ଆମେ ପୂଣି ନିମ୍ନଲିଖିତ ଦାବି ଉପସ୍ଥାପନ କରିଛନ୍ତି । ମାଁ ସମଲେଶ୍ୱରୀ ମନ୍ଦିର ଗର୍ଭଗୃହ ଓ ବେଢା ଚାରିପାଶ୍ୱର୍ ଫାଟ ସୃଷ୍ଟି ହେଲାଣି । ନୁଆଁଖାଇ ପୂର୍ବରୁ ସମଲେଇ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର ସ୍ୱତନ୍ତ୍ର ଭାବରେ ରଙ୍ଗ ଏବଂ ସାଜସଜ୍ଜା କରାଯାଉ । ମାଁ ପାଟଣେଶ୍ୱରୀ ମନ୍ଦିର ସିଂହାସନ ଏବେ ଫାଟ ସୃଷ୍ଟି ହେଉଛି    ମାଁ ପାଟଣେଶ୍ୱରୀ ମନ୍ଦିର ରୋଷଇ ଶାଳା ନ ଥିବାରୁ ମନ୍ଦିର ପାଶ୍ୱର୍ରେ ରନ୍ଧା ହେଉଛି । ଅତି ଶିଘ୍ର ରୋଷଇ ଶାଳା ଓ ପାଣି ବ୍ୟବସ୍ଥା କରାଯାଉ । ଚାରି ପାଶ୍ୱର୍ର ଝରକା କବାଟକୁ ଶିଘ୍ର ବଦଳାଯାଉ । ମାଁ ପାଟଣେଶ୍ୱରୀ ମନ୍ଦିର ନାଳି ବ୍ୟବସ୍ଥା ଓ ଜବର ଦଖଲ ଉଚ୍ଛେଦ କରାଯାଉ । ବରିଷ୍ଟ ନାଗରିକ ମଂଚ ସଂପାଦକ ମନୋରଂଜନ ମିଶ୍ର, ଦେବାଳୟ ସୁରକ୍ଷା କମିଟିର ପ୍ରଶାନ୍ତ ମହାକୁର, ଶମ୍ଭୁ ପ୍ରସାଦ ଶତପଥି, ଯାଦବ ସମାଜ ସଭାପତି ପଙ୍କଜ ସେଲମା, କୋଶଲ ସେନାର ଇନ୍ଦ୍ରମଣି ସାହୁ, ଅଜିତ ପଟେଲ, ରାମଚନ୍ଦ୍ର ସାହୁ, ଆଶିଷ ମେହେର, ରାଜୁ ରଣା, ଶୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ଦାବିପତ୍ର ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026

You Might Also Like