-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||     

HOME   ଜିଲ୍ଲା

ବାଟଗାଁରେ କ୍ଲଷ୍ଟର ସ୍ତରୀୟ ଅଭିଯୋଗ ଶୁଣାଣି

08-Aug-2022



ନାକଟିଦେଉଳ (କନ୍ଦର୍ପ ବେହେରା) - ନାକଟିଦେଉଭ ବ୍ଲକ୍ ବାଟଗାଁ ପଂଚାୟତ ରାଜୀବଗାନ୍ଧୀ ସେବାଗୃହ ଠାରେ କ୍ଲଷ୍ଟର ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ବ୍ଲକର ବାଟଗାଁ, ଯାମୁଯୋରୀ ଓ ସାଲେଭଟା ପଂଚାୟତର ଜନସାଧାରଣ ଙ୍କ ପାଇଁ ଏହି ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିରରେ ସମୁଦାୟ ୪୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିବାବେଳେ ସେଥିମଧ୍ୟରୁ ୩୫ଟି ବ୍ୟକ୍ତିଗତ ହୋଇଥିବାବେଳେ ୮ଟି ଅଭିଯୋଗ ସାମୁହିକ ଥିଲା l ତେବେ ୮ଟି ବ୍ୟକ୍ତିଗତ ଓ ଗୋଟିଏ ସାମୁହିକ ଅଭିଯୋଗ ଶିବିରରେ ସମାଧାନ କରାଯାଇଥିଲା l ଏହି ବ୍ୟକ୍ତିଗତ ଅଭିଯୋଗ ଶୁଣାଣୀରେ ଆବାସ ଯୋଜନା, ରାସନ କାର୍ଡ ମଧୁବାବୁ ପେନସନ ଯୋଜନା ଉପରେ ଅଭିଯୋଗ କରାଯାଇଥିଲା l ଏହି ଅବସରରେ ପ୍ରଶାସନ ପକ୍ଷରୁ ମୃତ୍ତିକା, କୃଷକ ସ୍ଵାସ୍ଥ୍ୟ ବୀମା କାର୍ଡ ୧୯ଜଣଙ୍କୁ,୮ଟି ଏସ, ଏସ, ଜି ଗ୍ରୁପ କୁ ଆର୍ଥିକ ସହାୟତା, ଉଦ୍ୟାନ ବିଭାଗ ପକ୍ଷରୁ ୮ଜଣ ଚାଷୀଙ୍କୁ ପିଆଜ ମଞ୍ଜି ପ୍ରଦାନ କରାଯାଇଥିଲା l ପ୍ରଶାସନ ପକ୍ଷରୁ ୧୭ଜଣ ହିତାଧିକାରୀ ଙ୍କୁ ଜଙ୍ଗଲ ଜମି ପଟ୍ଟା, ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା l ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ରେଢ଼ାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା, ନାକଟିଦେଉଳ ବ୍ଲକ ବିଡ଼ିଓ ବିବେକାନନ୍ଦ ସାହୁ, ତହସିଲଦାର ସୁକାନ୍ତ କୁମାର ନାଏକ, ଅତିରିକ୍ତ ବିଡ଼ିଓ ବିଦ୍ୟାଧର ରାଉତରାୟ ଙ୍କ ସମେତ ସରପଞ୍ଚ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l ଏଥିରେ ବ୍ୟକ୍ତିଗତ ଅଭିଯୋଗ କରିଥିବା ବ୍ୟକ୍ତିମାନଙ୍କର ସମସ୍ୟାକୁ ଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026

You Might Also Like