-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||     

HOME   ଜିଲ୍ଲା

ବରିଷ୍ଠ କବି ଶ୍ରୀ ବିପିନ ବିହାରୀ ବାରିକ ସମ୍ବର୍ଦ୍ଧିତ

09-Aug-2022



କଟକ:(ପ୍ରେରଣା ଖବର )-ବାବା ଧବଳେଶ୍ୱର ସାରସ୍ୱତ ପରିଷଦ, ଓଡିଶା ଦ୍ୱାରା ଆୟୋଜିତ ସେବା ଓ ଅଧ୍ୟାତ୍ମିକ କାର୍ଯ୍ୟକ୍ରମରେ,ବରିଷ୍ଠ ସାରସ୍ୱତ ସାଧକ ତଥା କବି ଶ୍ରୀଯୁକ୍ତ ବିପିନ ବିହାରୀ ବାରିକ, ସହଦେବ ଖୁଣ୍ଟା ବାଲେଶ୍ୱର ଙ୍କୁ ତାଙ୍କର ଅଧ୍ୟାତ୍ମିକ ସାହିତ୍ୟ କୃତୀ ତଥା  ସାମାଜ ମଙ୍ଗଳ କାର୍ଯ୍ୟ ପାଇଁ "ଭୋଳାଶଙ୍କର ସାହିତ୍ୟ ସମ୍ମାନ -୨୦୨୨"ରେ ସମ୍ବର୍ଦ୍ଧିତ କରିଛନ୍ତି । ଶ୍ରୀଯୁକ୍ତ ବାରିକ କାନାରା ବ୍ୟାଙ୍କରୁ ସେବା ନିବୃତ୍ତ ହେବାପରେ ନିଜକୁ ସାହିତ୍ୟ ସେବାରେ ସମ୍ପୂର୍ଣ ନିୟୋଜିତ କରିଛନ୍ତି ।  ବ୍ୟାସକବି ସାହିତ୍ୟ ସଂସଦ ଗୋଡ଼ିଶୋଳ, ନୀଳଗିରି ବାଲେଶ୍ୱରର ସଭାପତି ଓ ସାହିତ୍ୟିକ କବି ବନ୍ଧୁ ପରିବାର, ବାଲେଶ୍ୱରର ଉପଦେଷ୍ଟା  ସମେତ  ବହୁ ସାରସ୍ୱତ ଅନୁଷ୍ଠାନ ଓ ଅଧ୍ୟାତ୍ମିକ ସଂସ୍ଥା ସହିତ  ଜଡ଼ିତ, ସେ ଭଦ୍ରକଜିଲ୍ଲା,ବାସୁଦେବ ପୁର ଥାନା ଖେଡୁଆଳ ଗ୍ରାମର ମୂଳ ବାସିନ୍ଦା ଅଟନ୍ତି । ପ୍ରକାଶ ଥାଉକି, ପବିତ୍ର ଶ୍ରାବଣ ମାସର ପ୍ରତ୍ୟେକ ସୋମବାର ଧବଳେଶ୍ୱର ମହାଦେବଙ୍କ ସହିତ ପାଖରେ ଥିବା ଅନ୍ୟ ଶୈବ ପୀଠ ଗୁଡିକୁ ଜଳାଭିଷେକ କରିବାକୁ ଯାଉଥିବା କାଉଡିଆ ମାନଙ୍କୁ ଖାଦ୍ୟ ପାନୀୟ ସମେତ ବିଭିନ୍ନ ସେବା ଯୋଗାଉଥିବ କଟକ ସହରର  ପ୍ରାୟ ଦଶଟି ଯୁବକ ସଂଘର ଓ  ଅନୁଷ୍ଠାନର ସଭାପତି ଓ ସମ୍ପାଦକ ତଥା , ବିଭିନ୍ନ କ୍ଷେତ୍ରରେ ଯଶସ୍ବୀ କେତକ ବ୍ୟକ୍ତି 
ବିଶେଷ ମାନଙ୍କୁ ମଧ୍ୟ ଏହି ଅବସରରେ ବାବା ଧବଳେଶ୍ୱର ସାରସ୍ୱତ ପରିଷଦ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା ।
ସାହିତ୍ୟ ତଥା ସମାଜ ସେବା ପ୍ରତି ଅନୁଷ୍ଠାନର ଏହି ସମ୍ମାନ ପାଇଁ ସେ ଅନୁଷ୍ଠାନର ସଭାପତି ଶ୍ରୀମତୀ ବିଜୟଲକ୍ଷ୍ମୀ ସାମନ୍ତରାୟ ଓ ସମ୍ପାଦକ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ସାମନ୍ତରାୟଙ୍କୁ ସାଧୁବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026

You Might Also Like