-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||     

HOME   ଜିଲ୍ଲା

ଅବହେତୁକ ଦୋକାନ ଗୃହ ଭଡାଵୃଦ୍ଧି ନିଷ୍ପତ୍ତି କୁନେଇ ବଣିକ ସଂଘ ପକ୍ଷରୁ ଵିରୋଦ। ଏନଏସି କାର୍ଯ୍ୟାଳୟ ଘେରାଉ ନିଷ୍ପତ୍ତି

09-Aug-2022



ପାଟଣାଗଡ(ସଚ୍ଚିଦାନନ୍ଦମହାକୁର)ପାଟଣାଗଡ଼ ବିଜ୍ଞାପିତ ପରିଷଦ ପକ୍ଷରୁ ଦୋକାନ ଗୃହର ଅହେତୁକ ଭଡା ବୃଦ୍ଧିକୁ ପାଟଣାଗଡ଼ ବ୍ୟବସାୟୀ ସଂଘର ବିରୋଧ କରିଛି । ବିଜ୍ଞାପିତ ପରିଷଦର ମନମୁଖୀ ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ସଂଘ ପକ୍ଷରୁ ଏକ ଦାବୀପତ୍ର ଏନ୍ଏସି ଅଧ୍ୟକ୍ଷାଙ୍କୁ ପ୍ରଦାନ କରିବାକୁ ବଣିକ ସଂଘ ନିଷ୍ପତ୍ତି ନେଇଥିବା ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ତେବେ ଦୀର୍ଘ ବର୍ଷ ପରେ ପାଟଣାଗଡ଼ ସହରବାସୀଙ୍କ ବିଶ୍ୱାସ ଥିଲା ବ୍ୟବସାୟୀଙ୍କ ସମେତ ଲୋକଙ୍କ ସମସ୍ୟା ବୁଝିବା ସହିତ ସହରରେ ଉନ୍ନତିମୂଳକ କାମ କରିବ । ଆଉ ଲୋକେ ସହଜରେ ନ୍ୟାୟ ପାଇବେ ଏବଂ ବେକାର ଯୁବକମାନଙ୍କୁ ନୂତନ ଦୋକାନ ଗୃହ ନିର୍ମାଣ କରି ଥଇଥାନ କରାଯିବ । ହେଲେ ଦୋକାନ ଗୃହର ଦୁଇଗୁଣ ବର୍ଦ୍ଧିତ ଭଡା ଆଦାୟ ପାଇଁ ନୋଟିସ୍‌ ଦେଇ ଦୋକାନୀମାନଙ୍କୁ ସମସ୍ୟାରେ ପକାଇ ଦେଇଛି । ଭଡା ବୃଦ୍ଧି ପାଇଁ ନୋଟିସ୍‌ ଜାରି କରିଥିଲେ ମଧ୍ୟ ବିଜ୍ଞାପିତ ପରିଷଦ ତରଫରୁ ଦୋକାନ ଗୃହ ମରାମତି, ପାନୀୟ ଜଳ, ବିଦ୍ୟୁତ ମରାମତି କରାଯାଉନାହିଁ । ଦୋକାନ ଗୃହ ଗୁଡିକ ଏବେ ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି । ବର୍ଷା ଦିନେ ଦୋକାନ ସାରା ପାଣି ଭର୍ତ୍ତି ହେଉଛି । ପୌର ପରିଷଦ ତରଫରୁ ଘରଭଡ଼ା ନେଇ ବି ଦୋକାନୀମାନଙ୍କ ସମସ୍ୟାକୁ ଗୁରୁତ୍ୱ ଦିଆଯାଉ ନାହିଁ । ଯାହା ଫଳରେ ଦୋକାନୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତ ଦୁଇବର୍ଷ ହେଲା ମହାମାରୀ କରୋନା ପାଇଁ ବ୍ୟବସାୟ ଠପ୍ ହୋଇଯାଇଥିଲା । ଲୋକେ ଆଜି ବି ଆର୍ଥିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି । ଦୋକାନୀମାନେ ବ୍ୟାଙ୍କରୁ ନେଇଥିବା ଋଣ କିସ୍ତି ଠିକ ସମୟରେ ପରିଶୋଧ କରିପାରୁ ନାହାନ୍ତି । ଏଭଳି ଏକ ଘଡିଷନ୍ଧି ମୂହୂର୍ତ୍ତରେ ଅହେତୁକ ଦୋକାନ ଗୃହ ଭଡା ବୃଦ୍ଧି କରି ବୋଝ ଉପରେ ନଳିତା ବିଡା ଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି କହିବା ସହ ଏହାର ସମାଧାନ ନହେଲେ ଆଗାମୀ ଦିନରେ ଏନଏସି କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବଣିକ ସଂଘ ସଭାପତି ରାଜେଶ କୁମାର ମେହେର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏଥିରେ ବଣିକ ସଂଘର ଉପସଭାପତି ମନୋଜ କୁମାର କୁଦେଇ, ସଂପାଦକ ପ୍ରଫୁଲ୍ଲ କୁମାର ମେହେର, ସହ ସଂପାଦକ ବିଶ୍ୱଜିତ ପଣ୍ଡା, କୋଷାଧ୍ୟକ୍ଷ ମୁକେଶ କୁମାର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026

You Might Also Like