-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ମାତିଛି-ଦେଖ୍ ଦେଖ୍....ଛେକ୍ ଛେକ୍ !!!

09-Aug-2022



ବରଗଡ଼:-ଆଜି ପାଇକମାଲ ଠାରେ ସକାଳ ୮.୩୮ ମି ସମୟ ରେ ଜଣେ ଚାଷୀଙ୍କ ଠାରୁ ମନ୍ତ୍ରୀ ମହାଶୟ ଦେଢ଼ ଲକ୍ଷ୍ୟ ଟଙ୍କା ଲାଞ୍ଚ ନେଉଥିବା ସମୟ ରେ ଟ୍ରାପ କଳା ଭିଜିଲାନ୍ସ ଟିମ । ପ୍ରାପ୍ତ ସୂଚନା ଅନୁସାରେ କେରମେଲାବାହାଲ ଅଞ୍ଚଳ ର ଚାଷୀ ଙ୍କ ଘରେ ମାତ୍ରାଧିକ ସାର ବସ୍ତା ଥିବା କଥା ପ୍ରଣୟ କୁମାର ମନ୍ତ୍ରୀ କୃଷି ଅଧିକାରୀ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କେରମେଲାବାହାଲ ଗ୍ରାମ ର ପାଇକମାଲ ମନ୍ତ୍ରୀ ଙ୍କ କହିବା ଚାଷୀ ମିତ୍ରଭାନୁ ସାହୁ ଙ୍କ ଘରକୁ ହାଜର ହୋଇଥିଲେ । ମନ୍ତ୍ରୀ ତ ଖାଇବା ସ୍ୱାଦ ଆଗରୁ ପାଇଁ ସାରିଛନ୍ତି।ସେ ଅନୁଯାୟୀ ସେ  ତମେ ଏହି ସବୁ ସାର ର କଳାବଜାରୀ କରୁଛ ତମ ନାମ ରେ କେସ ହେବ ତମେ ଜେଲ ଯିବ ବୋଲି ଧମକ ଚମକ ଦେଇ ମାତ୍ରାଧିକ ଡରାଇଦେଲେ ଯଦ୍ୱାରା ଶ୍ରୀ ମିତ୍ରଭାନୁ ସାହୁ (ଚାଷୀ ) ବାରମ୍ବାର ବୁଝାଇଥିଲେ ଯେ ସବୁ ଯାକ ସାର ମୋର ବ୍ୟାପାର ସହ କୌଣସି ସମ୍ପର୍କ ନାହିଁ ।ମାତ୍ର ମନ୍ତ୍ରୀ ତାହା ମାନିଲେ ନାହିଁ ଏବଂ କହିଲେ ଯଦି ତମେ ବଞ୍ଚିବାକୁ ଚାହୁଛ ତାହାହେଲେ ତମେ ମତେ ଦେଢ଼ ଲକ୍ଷ ଟଙ୍କା ଦେବାକୁ ପଡିବ । ଶେଷରେ ଡିଲ୍ ଫାଇନାଲ ହୋଇଥିଲା ଶେଷରେ ଶ୍ରୀ ମିତ୍ରଭାନୁ

ସାହୁ ଭିଜିଲାନ୍ସ କୁ ଏ ବାବଦରେ ସବୁକଥା ଜଣାଇଥିଲେ । ପୂର୍ବନିର୍ଦ୍ଧାରିତ ପ୍ଲାନ ମୁତାବକ ପାଇକମାଳ ନୃସିଂହନାଥ ରୋଡ଼ ରେ ଥିବା ମଙ୍ଗଳ ଟିଭିଏସ ସୋ ରୁମ୍ ସାମ୍ନା ରେ ଡିଲ ହେଉଥିବା ସମୟ ରେ ଭିଜିଲାନ୍ସ କାବୁ କରିଥିଲା । ଏଠାରେ ଗୋଟିଏ କଥା କହିରଖୁଛୁ କି କୃଷିଅଧିକାରୀ ବର୍ଷ ବର୍ଷ ଧରି ଝାରବନ୍ଧ, ପାଇକମାଲ ଅଞ୍ଚଳ ରେ ରହି ଲକ୍ଷାଧିକ ଟଙ୍କା ର ପି. ସି କାରବାର ରେ ଲିପ୍ତ ଥିବାର କଥା ଅଞ୍ଚଳ ରେ ଚର୍ଚ୍ଚା ର କେନ୍ଦ୍ର ବିନ୍ଦୁ ପାଲଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026

You Might Also Like