-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ବୈଠକ

09-Aug-2022



 ସୁବର୍ଣ୍ଣପୁର,, ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ଅଣଗେଜେଟେଡ଼ କର୍ମଚାରୀ ସମନ୍ୱୟ ସମିତି ସଭାଗୃହ ଠାରେ ସଭାପତି ଡ. ଜ୍ୟୋତିରଞ୍ଜନ ବହିଦାର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି l ସର୍ବପ୍ରଥମେ ସଂଘ ର ବରିଷ୍ଠ ସଭ୍ୟ ଶ୍ରୀ ବିପିନ ବିହାରୀ ମିଶ୍ର ପ୍ରାକ୍ତନ ଶିକ୍ଷକ ମହାରାଜା ହାଇସ୍କୁଲ ସୋନପୁର ଙ୍କ ଅବର୍ତ୍ତମାନରେ ଏକ ଶୋକ ସଭା ଅନୁଷ୍ଠିତ ହୋଇ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ବରିଷ୍ଠ ନାଗରିକ ସଂଘର ଏକ ସ୍ଥାୟୀ ନିଜସ୍ୱ କାର୍ଯ୍ୟାଳୟ ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଏକ ପ୍ରତିନିଧି ଦଳ ସାକ୍ଷାତ କରି ଆଲୋଚନା କରିବାକୁ ପ୍ରସ୍ତାବ ଗୃହୀତ କରାଯାଇଛି l ଏହା ସହିତ ବରିଷ୍ଠ ନାଗରିକ ମାନଙ୍କ ପାଇଁ ବ୍ୟାଙ୍କ, ଡାକ୍ତରଖାନାରେ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦେବାକୁ ସ୍ଥିର କରାଗଲା l ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କୁ ପ୍ରତ୍ୟେକ ମାସର ଶେଷ ଦିନ ରେ ପେନସନ ଯୋଗାଇବା ପାଇଁ ଦୃଢ ଦାବୀ ଉପସ୍ଥାପନ କରାଗଲା l ଶେଷରେ ସ୍ଵଭାଵ କବି ଗଙ୍ଗାଧର ମେହେର ଙ୍କ ଜନ୍ମ ଜୟନ୍ତୀ ପାଳନ ପାଇଁ ସ୍ଥିର କରା ଗଲା l ଉକ୍ତ ସଭାରେ ସମ୍ପାଦକ ଜ୍ୟୋତିରଞ୍ଜନ ପଟ୍ଟନାୟକ, ବରିଷ୍ଠ ସଭ୍ୟ ବ୍ୟୋମକେଶ ଦାଶ, ଡା. ସନ୍ତୋଷ କୁମାର ପାଢ଼ୀ, ମନୋରଞ୍ଜନ ବହିଦାର, ସତ୍ୟନାରାୟଣ ମିଶ୍ର ପ୍ରଭୁତି ଅଂଶ ଗ୍ରହଣ କରିଥିଲେ l ଶେଷରେ କୋଷାଧ୍ୟକ୍ଷ ଉମେଶ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026

You Might Also Like