-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ ମନ୍ତ୍ରୀଙ୍କ ସହ ରାଜ୍ୟସଭା ସାଂସଦଙ୍କ ଆଲୋଚନା

09-Aug-2022



ବଲାଙ୍ଗିର- କେନ୍ଦ୍ର  ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ, ବଲାଙ୍ଗିର ଜିଲ୍ଲାର ଡୁମେରବାହାଲ ଏକଲବ୍ୟ ମୋଡେଲ ରେସିଡେନ୍ସିଏଲ ସ୍କୁଲ ବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସିବିଏସ୍‌ଇ ଏଫିଲିଏସନ ପାଇଁ  ଆଦିବାସୀ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଙ୍କ ସହ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଆଲୋଚନା କରିଛନ୍ତି । ଚଳିତ ଶିକ୍ଷା ବର୍ଷ ୨୦୨୨-୨୩ ରେ ଉକ୍ତ ସ୍କୁଲର ୫୫ ଜଣ ଛାତ୍ର ଛାତ୍ରୀ ଦଶମ ବୋର୍ଡ ଦେବେ ଦେବେ ସିବିଏସ୍‌ଇ ଏଫିଲିଏସନ ପାଇଁ ବଲାଙ୍ଗିର ଜିଲ୍ଲାପାଳ ବିଭାଗୀୟ କର୍ତ୍ତୃପକ୍ଷ ଙ୍କୁ ପତ୍ରଦ୍ୱାରା ଅବଗତ କରିସାରିଛନ୍ତି । ସୂଚନାଯୋଗ୍ୟ ଯେ ସିବିଏସ୍‌ଇ ପାଠ୍ୟକ୍ରମରେ ଆଦିବାସୀ ଛାତ୍ରଛାତ୍ରୀ ପଢିବା ପାଇଁ କେନ୍ଦ୍ର ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ତରଫରୁ ବଲାଙ୍ଗିର ଜିଲ୍ଲାର ଡୁମେରବାହାଲ ଠାରେ ଏକଲବ୍ୟ ମୋଡେଲ ରେସିଡେନ୍ସିଏଲ ସ୍କୁଲ ପ୍ରତିଷ୍ଠା ହୋଇଛି । ଏହି ସ୍କୁଲ ରେ ଷଷ୍ଠ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଆଦିବାସୀ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ୨୦୧୬-୧୭ ଶିକ୍ଷା ବର୍ଷ ରେ ଏହି ସ୍କୁଲରେ ଷଷ୍ଠ ଶ୍ରେଣୀରେ ୩୦ ଜଣ ଆଦିବାସୀ ଛାତ୍ରୀ ଏବଂ ୩୦ ଜଣ ଛାତ୍ର ନାମ ଲେଖାଇଥିଲେ । ପ୍ରତ୍ୟେକ ଶ୍ରେଣୀରେ ଷାଠିଏ ଜଣ ଲେଖାଏଁ ଛାତ୍ର ଛାତ୍ରୀ ଅଧ୍ୟୟନ କରୁଛନ୍ତି । ସ୍କୁଲ ଅନୁବନ୍ଧନ ସହିତ ଉପଯୁକ୍ତ ଭିତ୍ତିଭୂମି ଓ ବିକାଶ ପାଇଁ ପଦକ୍ଷେପ ଗ୍ରହଣ ପାଇଁ ସାଂସଦ ଶ୍ରୀ ବିଶି ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଡୁମେରବାହାଲ ଏକଲବ୍ୟ ସ୍କୁଲର ତୁରନ୍ତ ସିବିଏସ୍‌ଇ ଏଫିଲିଏସନ ପାଇଁ ମନ୍ତ୍ରୀ ଶ୍ରୀ ଟୁଡୁ ପ୍ରତିଶୃତି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like