-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଡାବୁଗାଁ ବ୍ଲକରେ ବିଦ୍ୟାଳୟ ଗୁଡିକରେ ଚାଲିଛି ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କ ରଜ:

09-Aug-2022



ନବରଙ୍ଗପୁର -ଡାବୁଗାଁ ବ୍ଲକର ଉମରାହାଣ୍ଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ରେ ଚାଲିଛି ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କ ରାଜ । ସୂଚନାଯୋଗ୍ୟ ଆଜି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଫିସିଆଲ କାମରେ ଡାବୁଗାଁ ଯାଇଥିବାରୁ ଘଣ୍ଟେପରେ ସ୍କୁଲ ଛୁଟି ଲରିଦେଇ ଥିଲେ ।ଗ୍ରାମବାସୀ ମାନେ ଯାଇ ବୁଝିବା ବେଳେ ସ୍କୁଲଘରେ ପାଣିପଡୁଛି ତେଣୁ  ପିଲାଙ୍କୁ ମୋନାକଲୁ ବଲି କହିଲେ ।ଏହା ସହ ଶିକ୍ଷୟତ୍ରୀ 

ମାନେ ପ୍ରାୟତ ସବୁଦିନ ଲେଟରେ ଆସନ୍ତି ଏହାକୁ ଦିଦିବି ମାନିଲେ। ସାତଟି ଶିକ୍ଷକ ଶିକ୍ଷୟିତ୍ରୀ ଥିବା ସତ୍ତ୍ୱେ ଆଜି କେବଳ 3ଜଣ ଯାଇ ଥିଲେ ବିଦ୍ୟାଳୟରେ । ଏହି ବିଦ୍ୟାଳୟରେ ପ୍ରଥମ ରୁ ଅଷ୍ଟମଶ୍ରେଣୀ ପର୍ଯନ୍ତ ପିଲାପଡୁଛନ୍ତି କିନ୍ତୁ ଆଜି ଗ୍ରାମବାସୀ ଛୁଟି କାହିଁକି କାର ଗଲା ଆଜିତ କଣସି ଛୁଟିଦିନ ନାହିଁ ବୋଲି କହିବାରୁ ବିଦ୍ୟାଳୟରେ  ୭/୮ ଟି ପିଲାକୁ ଡାକି ନାମକୁ ମାତ୍ର ବସାଇ ଦେଇଥିଲେ ।ଠିକ ଏହିପରି ଆଜି ଡାବୁଗାଁ ସଦର ମହକୁମା ସ୍ଥିତ ନୂଆଗୁଡା ବିଦ୍ୟାଳୟରେ ମଧ୍ୟ ସ୍କୁଲରେ ଅପରାନ୍ନ ଝୁଲୁଥିଲା ତାଲା ।ଆମପ୍ରତିନିଧିକୁ ସ୍ଥାନୀୟ ବାସିନ୍ଦା ମାନେ ଜଣାଇବା ପରେ କଣସି ପ୍ରକାର ସୂଚନାପାଇ ବିଦ୍ୟାଳୟରେ ଦୁଇଟି ଦିଦି ଯାଇ ବିଦ୍ୟାଳୟରେ ଉପସ୍ଥିତ ଥିଲେ ସେମାନଙ୍କୁ ପଚାରିବାରୁ ଆଜି ବୋଲବମ ପାଇଁ ପିଲା ଆସିନାହାନ୍ତି  ବୋଲି ମତ ଦେଇଥିଲେ । କଣ ବିଦ୍ୟାଳୟର  ୧୩୦ ଟି ପିଲା ବୋଲବମ ଯାଇଥିଲେ କି ???  ଯାହାବି ହେଉ ଏହି ବିଷୟରେ ଦାଇତ୍ୱରେ ଥିବା ସିଆରସିସି ଙ୍କୁ ଫୋନେରେ ଯୋଗାଯୋଗ କରିବାରୁ ଆଜି ବିଦ୍ୟାଳୟ ବନ୍ଦ ନାହିଁ ଯଦି ।ଯେଉଁ ଶିକ୍ଷକଶିକ୍ଷୟିତ୍ରୀ ମାନେ ସରକାରୀ ଛୁଟିନଥିବା ଜାଣିକି ମଧ୍ୟ ସ୍କୁଲ ବନ୍ଦ କରିଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।ଏବେ ଦେଖିବାକୁ ବାକିରହିଲା ଜିଲ୍ଲା ଶିକ୍ଷାବିବାଗ ଏଥିପ୍ରତି କିଭଳି କାର୍ଯ୍ୟାନୁଷ୍ଠାନ ନେଉଛି ।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like