-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବିଧାୟକଙ୍କ ସ୍ମାର୍ଟ ଲାଇବ୍ରେରୀ ପରିଦର୍ଶନ

10-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ବିନିକା ଗସ୍ତରେ ଆସି ବିନିକା ସ୍ପୋର୍ଟସ କ୍ଲବ ହଲ ଠାରେ ଖୋଲିଥିବା ସ୍ମାର୍ଟ ଲାଇବ୍ରେରୀ ପରିଦର୍ଶନ କରିବା ସହିତ ବିନିକା ଅଞ୍ଚଳ ବାସୀଙ୍କ ଏହି ଲାଇବ୍ରେରୀ ଆବଶ୍ୟକତା ନିହାତି ଥିଲା ବୋଲି କହିଥିଲେ। ଗତ ଜୁନ ୧୩ତାରିଖରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ଜିଲ୍ଲା ଗ୍ରନ୍ଥାଳୟ ବିନିକା ଶାଖା ଉଦ୍ଘାଟନ ହୋଇଥିଲେ ହେଁ ଅଦ୍ୟାବଧି ପ୍ରଶାସନିକ ସ୍ତରରେ କୌଣସି ଶିକ୍ଷଣୀୟ ପାଠ୍ୟ ପୁସ୍ତକ ଯୋଗାଇ ଦିଆଯାଇନଥିବା,ପାଠକଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା,ଟଏଲେଟ,ୟୁରିନାଳ,କମ୍ପୁଟର ବ୍ୟବସ୍ଥା କରାଯାଇନଥିବା ଏବଂ ବହି ବାବଦରେ ୩/୪ଲକ୍ଷ ଟଙ୍କାର ଅନୁଦାନ ଯୋଗାଇଦେବାକୁ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ତୁରନ୍ତ ଏ ଦିଗରେ ଜିଲ୍ଲାପାଳଙ୍କ ସହିତ

ଆଲୋଚନା କରି ପଦକ୍ଷେପ ନିଆଯିବ ବୋଲି   ବିଧାୟକ ଶ୍ରୀ ବେହେରା ପ୍ରତିଶ୍ରୁତି ଦେଇଛନ୍ତି । ପରେ ଶ୍ରୀ ବେହେରା ପାଞ୍ଚଶହ ଟଙ୍କା ଜମା କରି ସଦସ୍ୟତା ଗ୍ରହଣ କରିଥିଲେ । ବିଧାୟକଙ୍କ ଗସ୍ତ ବେଳେ ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,ନଗରପାଳ ସୁବାସ ଚନ୍ଦ୍ର ଭୋଇ,ଉପାଧକ୍ଷା ତପସ୍ୱିନୀ ମେହେର,କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ,ବିଜେଡ଼ି ନେତା ରଞ୍ଜନ ମିଶ୍ର,ସରକାରୀ ଓକିଲ ସୁଧାଂଶୁ ଶେଖର ଦାଶ,ରଘୁନାଥ କୁମ୍ଭାର,ରଙ୍କମନି ସେବକ,କୃଷ୍ଣଚନ୍ଦ୍ର ପଣ୍ଡା,ଧର୍ମେନ୍ଦ୍ର ଥନାପତି,ଗଜିନ୍ଦ୍ର ମିଶ୍ର,ପୀତବାସ ମେହେର,କେଦାର ପଣ୍ଡା,ଗୋପୀନାଥ ପଣ୍ଡା,ଦାଶରଥି ନନ୍ଦ,ରବୀନ୍ଦ୍ର ପାତ୍ର ପ୍ରମୁଖଙ୍କ ସମେତ ପରିଷଦର ସମସ୍ତ କାଉନସିଲର,ସ୍ପୋର୍ଟସ କ୍ଲବର ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like